ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୯।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ସୋମବାର ସକାଳୁ ଆରମ୍ଭ ହୋଇଛି। ପୂର୍ବରୁ ଏହି ମଠକୁ ଭାଙ୍ଗିବା ପାଇଁ ପ୍ରଶାସନ ଉଦ୍ୟମ କରିଥିଲା। ପରେ ଏହାକୁ ନେଇ ବିବାଦ ଉପୁଜିବା ସହ ହାଇକୋର୍ଟରେ ମାମଲା ଦାଏର ହୋଇଥିଲା। ହାଇକୋର୍ଟଙ୍କଠାରୁ ସବୁଜ ସଙ୍କେତ ପାଇବା ପରେ ପ୍ରଶାସନ ଏହାକୁ ଉଚ୍ଛେଦ କରିବା ଲାଗି ପ୍ରସ୍ତୁତ ହୋଇଥିଲା। ୨ ଦିନ ପୂର୍ବରୁ ମଠ ମହନ୍ତଙ୍କୁ ଡାକି ଆଲୋଚନା କରିବା ସହ ମଠ ଖାଲି କରିବାକୁ କୁହାଯାଇଥିଲା। ମଠ ଖାଲିହେବା ପରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି।


All Right Reserved By Dharitri.Com

ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗାଁ ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ...

ନିମ୍ନମାନର କାମ ଯୋଗୁ ରାସ୍ତା ଦୁଇ ଫାଳ

କେନ୍ଦୁଝର, ୧।୧୦ (ସ୍ବ.ପ୍ର.)-ନିମ୍ନମାନର କାମ ଓ ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବିଶେଷ କରି ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକରେ ବିଭିନ୍ନ ବିଭାଗ ଦ୍ୱାରା...

ମୃତ କର୍ମଚାରୀ ପରିବାରକୁ ମିଳିବ ଚତୁର୍ଥଶ୍ରେଣୀ ପଦବୀ

ଭୁବନେଶ୍ୱର, ୮ା୨ (ବ୍ୟୁରୋ): ସରକାରୀ ଚାକିରିରେ ଥାଇ ମୃତ୍ୟୁ ଘଟୁଥିବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ନିଯୁକ୍ତିରେ କେବଳ ଚତୁର୍ଥ ଶ୍ରେଣୀ ପଦବୀ ମିଳିବ। ଏନେଇ...

ଶେରଗଡ଼ରେ ବିଶୋଧନ ପ୍ରକ୍ରିୟା ଆରମ୍ଭ

ଶେରଗଡ଼,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଅଞ୍ଚଳରେ ଶୁକ୍ରବାରଠାରୁ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ....

ତ୍ରିପାକ୍ଷିକ ଆଲୋଚନା ପରେ ସଫେଇ କର୍ମଚାରୀଙ୍କ ଧର୍ମଘଟ ପ୍ରତ୍ୟାହୃତ

ବାଲେଶ୍ୱର ଅଫିସ, ୩୦।୭-ବାଲେଶ୍ୱର ପୌର ଠିକା ସଫେଇ କର୍ମଚାରୀମାନଙ୍କର ଗତ ୨୫ତାରିଖଠାରୁ ଚାଲିଥିବା ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ମଙ୍ଗଳବାର ସହରରେ ସଫେଇ କାର୍ଯ୍ୟ ସ୍ବାଭାବିକ ଚାଲିଥିବା...

ପ୍ରଜାମଣ୍ଡଳ ଭବନ ପରିସର ପାଣି ଘେରରେ:ଟେଣ୍ଡରଧାରୀ-ପୌର କର୍ତ୍ତୃପକ୍ଷ ଦୋଷ ଠେଲାଠେଲି

ତାଳଚେର,୧୦ା୯(ନି.ପ୍ର.) ତାଳଚେରର ଗଣପର୍ବ ଗଣେଶ ପୂଜାରେ ଏଥର ବର୍ଷା ବାଧକ ସାଜିଛି। ଦୈନିକ ବର୍ଷା ଯୋଗୁ ସହରରେ ପାଣି, କାଦୁଅ ଭରି ରହିଛି। ତେବେ ସବୁଠାରୁ...

୮ରେ ପୁରୀ ଡିଭିଜନରେ ପକ୍ଷୀ ଗଣନା

ପୁରୀ ଅଫିସ, ୫।୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଆସନ୍ତା ୮ତାରିଖରେ ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ...

୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା ଜଳେଶ୍ୱରରେ ଗୁରୁବାର ୫୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଶେଖବାଡ଼ ଅଞ୍ଚଳରେ ପୋଲିସ ଚଢ଼ାଉ କରି ବ୍ରାଉନ୍‌ସୁଗାର...

Leave a comment

Your email address will not be published. Required fields are marked *