Posted inଫୁରସତ

ମଣିଷଙ୍କୁ ନିମିଷକେ ମାରିପାରୁଥିବା ଏହି ଜୀବର ମୃତ୍ୟୁ ନାହିଁ…

ଓ୍ବାଶିଂଟନ: ଏଭଳି ଏକ ସାମୁଦ୍ରିକ ଜୀବ ରହିଛି ଯାହାର ବିଷ ଦ୍ୱାରା ନିମିଷକେ ମଣିଷର ମୃତ୍ୟୁ ଘଟିଥାଏ। ତେବେ ଏହି ଜୀବଟିର ମୃତ୍ୟୁ କେବେ ହୋଇ ନ ଥାଏ ବୋଲି ପ୍ରାଣୀ ବିଜ୍ଞାନୀ କହିଥାନ୍ତି। ଏହାକୁ ଦୁଇ ଭାଗ କରି କାଟିଦେଲେ ପ୍ରତି ଅଂଶ ସ୍ବତନ୍ତ୍ର ଭାବେ ବଞ୍ଚିରହିଥାଏ। ଡାଇନାସୋର ଥିବା ସମୟରେ ଏହି ଜୀବଟି ମଧ୍ୟ ପୃଥିବୀରେ ଥିଲା। ସମୁଦ୍ରର ସୂର୍ଯ୍ୟାଲୋକ ପଡୁ ନ ଥିବା ଅଞ୍ଚଳରେ ଏହି ଜୀବଟି ବାସ କରେ ଏହାର ସମଗ୍ର ଶରୀର ଜଳରେ ପୂର୍ଣ୍ଣ। ଏହାର ଶରୀରରେ ୯୫ ପ୍ରତିଶତ ଜଳ ଭରି ରହିଥାଏ। ଏହା ହେଉଛି ଜେଲିଫିଶ୍‌।  ପ୍ରାଣୀ ବିଜ୍ଞାନୀଙ୍କ ଅନୁସାରେ ଜେଲିଫିଶ୍‌ର ମସ୍ତିଷ୍କ ନ ଥାଏ। ଏହା ନିକଟରେ ଛୋଟ ଛୋଟ ମାଛ ଅଧିକ ସଂଖ୍ୟାରେ ଦେଖା ଯାଇଥାନ୍ତି। ଜେଲିଫିଶ୍‌ ସେମାନଙ୍କର କୌଣସି କ୍ଷତି କରି ନ ଥାଏ। ଜେଲିଫିଶ୍‌ର ଲମ୍ବ ସର୍ବାଧିକ ୬ ଫୁଟ ଏବଂ ଓଜନ ୨ ଶହ କିଲୋଗ୍ରାମ୍‌ ପର୍ଯ୍ୟନ୍ତ ହୋଇଥାଏ। ସମୁଦ୍ରର ଗଭୀରତମ ଅଞ୍ଚଳରେ ବାସ କରୁଥିବାରୁ ମଣିଷ ଉପରେ ଏହାର ବିପଦ ପ୍ରାୟତଃ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ରେ ବଗିଚା ତିଆରି କରି ଚର୍ଚ୍ଚାରେ ଡ୍ରାଇଭର

ପ୍ରଦୂଷଣ ବୃଦ୍ଧିକୁ ନେଇ ସରକାରଙ୍କଠାରୁ ସାଧାରଣ ଜନତା ସମସ୍ତେ ଚିନ୍ତାରେ। ପ୍ରଦୂଷଣ କମ୍‌ କରିବା ପାଇଁ ପ୍ରତ୍ୟେକ ବ୍ୟକ୍ତି କିଛି ନା କିଛି ଉପାୟ ଅବଲମ୍ବନ...

୬ ବର୍ଷୀୟା ମଡେଲ ୟଲିନା ବିଶ୍ୱର ସବୁଠୁ ସୁନ୍ଦରୀ

ବିଶ୍ୱର ସବୁଠାରୁ ସୁନ୍ଦର ଏବଂ ବୁଦ୍ଧିମାନଙ୍କୁ ନେଇ ଅନେକ ପ୍ରତିଯୋଗିତା ଆୟୋଜିତ ହୋଇଥାଏ। ଏଥିରେ ଜଣଙ୍କୁ ଶ୍ରେଷ୍ଠ ବିବେଚିତ କରାଯାଇ ମୁକୁଟ ପିନ୍ଧାଯିବା ସହ ପୁରସ୍କୃତ...

ବିବାହର ଦିନକୁ ପୂର୍ବରୁ ଏମିତି କଲେ ଭାବି ସ୍ବାମୀ, ଜେଲ ପଠାଇଲେ ଭାବି ସ୍ତ୍ରୀ

ଲୋକେ ନିଜ ମନପସନ୍ଦର ବ୍ୟକ୍ତିଙ୍କୁ ବିବାହ କରିବା ପାଇଁ କିଛି ବି କରିପାରନ୍ତି। ସେମିତି କିଛି କରିଛନ୍ତି ଆମେରିକାର ଟେକ୍ସାସ୍‌ରେ ରହୁଥିବା ଜଣେ ବ୍ୟକ୍ତି। ନିଜ...

ବ୍ୟକ୍ତିତ୍ୱ: ଲେଖିକା ନାଓମି କ୍ଲେନ୍‌

ନାଓମି କ୍ଲେନ୍‌। ଏକାଧାରରେ ସେ ଜଣେ ଲେଖିକା, ସମାଜସେବୀ, ଚଳଚ୍ଚିତ୍ର ପ୍ରଯୋଜିକା। ଏତଦ୍‌ବ୍ୟତୀତ, ସାମ୍ବାଦିକତା ତଥା ସମୀକ୍ଷା ଜଗତରେ ମଧ୍ୟ ତାଙ୍କର ରହିଛି ଅମ୍ଳାନ ସ୍ବାକ୍ଷର।...

ମଞ୍ଚ ଚଢ଼ିବାକୁ ଡରୁଥିବା ଅଭିନେତ୍ରୀ

ଅମାଣ୍ଡା ମିସେଲ ସୈଫ୍ରିଡ୍‌। ସେ ମଞ୍ଚ ଚଢ଼ିବାକୁ ଡରନ୍ତି। ତା’ର କାରଣ ତାଙ୍କ ଭିତରେ ମଞ୍ଚ ଚଢ଼ିବାକୁ ନେଇ ଭୟ ରହିଛି। ମନ ଭିତରେ ସବୁବେଳେ...

ଏପରି ଗାଁ ଯେଉଁଠି ଅତିଥିଙ୍କୁ ଧୂମପାନ କରିବା ମନା…

କେତେକ ଲୋକ ଧୂମପାନ, ଡ୍ରଗ୍‌ସ, ମଦ, ଗୁଟ୍‌ଖା ଆଦିର ବ୍ୟବହାର କରିଥାନ୍ତି। ବିଶେଷକରି ଯୁବପିଢ଼ି ଏହାଦ୍ୱାରା ଅଧିକ କବଳିତ ହେଉଛନ୍ତି। ମାତ୍ର ରାଜସ୍ଥାନରେ ଏମିତି ଏକ...

୭ ବର୍ଷ ବାଳକଙ୍କ ପେଟିଂ ବିକ୍ରି ହେଲା ସାଢ଼େ ୮ ଲକ୍ଷରେ

ବର୍ଲିନ୍‌, ୧୨।୧: ଜର୍ମାନ୍‌ରେ ୭ ବର୍ଷ ବୟସ୍କ ବାଳକଙ୍କ ପେଟିଂ ୮ ଲକ୍ଷ ୫୧ ହଜାର ଟଙ୍କାରେ ବିକ୍ରି ହୋଇଛି। ୨୦୧୨ରେ ଜନ୍ମ ହୋଇଥିବା ମିଖାଇଲ୍‌...

ଗାଡ଼ି ଷ୍ଟାର୍ଟ କରିବ ଆପ୍‌

ଜୟପୁର,୨୫।୨: ରାଜସ୍ଥାନର ଜଣେ ଯୁବକ ଏକ ନୂଆ ଆପ୍‌ ତିଆରି କରିଛନ୍ତି। ଏହି ଆପ୍‌ ଯେକୌଣସି ଗାଡ଼ି ଷ୍ଟାର୍ଟ ଏବଂ ବନ୍ଦ କରିବାକୁ ସକ୍ଷମ ହୋଇପାରିବ।...

Coronavirus Update


Archives

Model This Week

Why Dharitri