ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଜୟପୁର,୯।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ସୋମବାର କଂଗ୍ରେସ ପକ୍ଷରୁ ପିଆଜ, ଆଳୁ, ପନିପରିବା ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିକୁ ବିରୋଧ କରାଯାଇଛି। ଜିଲା କଂଗ୍ରେସ ଭବନଠାରୁ କର୍ମୀମାନେ ଏକ ଶୋଭାଯାତ୍ରା ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବିକ୍ଷୋଭ ପ୍ରଦର୍ଶନ ସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।


All Right Reserved By Dharitri.Com

ବାଲେଶ୍ୱରରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ

ବାଲେଶ୍ୱର ଅଫିସ, ୧୯।୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ପାଉଁଶକୁଲି ଗ୍ରାମର ରାଧାନାଥ ହାଇସ୍କୁଲ ପରୀକ୍ଷାକେନ୍ଦ୍ରରେ ବୁଧବାର ମାଟ୍ରିକ ପରୀକ୍ଷା ଚାଲୁଥିବା ବେଳେ ଜଣେ...

ଶ୍ରୀମନ୍ଦିର ହେରିଟେଜ କରିଡ଼ର: ସରିଲା ପ୍ରସ୍ତାବ ଗ୍ରହଣ ଅବଧି

ପୁରୀ ଅଫିସ,୧୬ା୧: ପୁରୀ ଶ୍ରୀମନ୍ଦିର ହେରିଟେଜ କରିଡ଼ର। ଏହାର ଚିଠା ଡିଜାଇନ ଗତ ମାସ ୩୦ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିଲେ। ଏହି ନକ୍ସାରେ...

ଗଣିଆରେ ବନ୍ୟା ପରିସ୍ଥିତି, ୫ ପଞ୍ଚାୟତର ୭୩ ଗାଁ ଜଳବନ୍ଦୀ

ଗଣିଆ,୧୫।୮(ଡି.ଏନ.ଏ.)-ଗତ ୩ଦିନ ଧରି ଲଗାଣ ବର୍ଷା ହେବା ଫଳରେ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ନୟାଗଡ଼ ଜିଲା ଗଣିଆ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି...

ହାତୀପଲ ଭାଙ୍ଗିଲେ ୨ ଘର

ବଡ଼ସାହି,୨୫ା୧୧(ସ୍ବ.ପ୍ର.)-ନୀଳଗିରି ବନାଞ୍ଚଳକୁ ଯିବା ବାଟରେ ଝାଡଖଣ୍ଡ ହାତୀପଲ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲ୍ଳକ ଜଙ୍ଗଲତଳି ଇଲାକାରେ ଉପଦ୍ରବ ଚଳାଇଛନ୍ତି। ରବିବାର ବିଳମ୍ବିତ ରାତିରେ ସେମାନେ ଭୀମଦା...

ଟ୍ରଲିରେ ବୁହାହେଲା ମୃତଦେହ

ଭଞ୍ଜନଗର,୮।୧(ଡି.ଏନ.ଏ)- ପୁଣି ମୃତଦେହକୁ ଅସମ୍ମାନ। ଗଞ୍ଜାମ ଜିଲା ଭଞ୍ଜନଗର ମେଡିକାଲରେ ଜଣେ ଯୁବତୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକେ ବୁଧବାର ଟ୍ରଲିରେ ବୋହି ନେଇଥିବା...

ଭଣ୍ଡାରିପୋଖରୀ ସ୍ବାସ୍ଥ୍ୟକେନ୍ଦ୍ରରେ କାୟାକଳ୍ପ ଟିମ୍‌

ଭଣ୍ଡାରିପୋଖରୀ, ୨୧।୧୧ (ଡି.ଏନ.ଏ.)- ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଅପରାହ୍ନରେ କାୟାକଳ୍ପ ଟିମ୍‌ ଗସ୍ତ କରି ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ କାର୍ଯ୍ୟ ତଦାରଖ କରିଛନ୍ତି। ଭୁବନେଶ୍ୱର ଟିମ୍‌...

ଲକ୍‌ଡାଉନରେ ଧରାକୋଟ ଅଞ୍ଚଳ ଗୁରୁତର ପ୍ରଭାବିତ

ଧରାକୋଟ,୨୯ା୩(ଡି.ଏନ.ଏ.)- ସମଗ୍ର ଦେଶରେ କେନ୍ଦ୍ର ସରକାର ୨୧ଦିନ ପାଇଁ ଲକ୍‌ ଡାଉନ ଘୋଷଣା କରିଛନ୍ତି। ଯାହାର ପ୍ରଭାବରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀକୁ ଛାଡ଼ିଦେଲେ ଦେଶର ଗମନାଗମନ...

ପୋଲିଂ ବୁଥ୍‌କୁ ଗଲେ ଅଧିକାରୀ, କର୍ମଚାରୀ

ବାଲେଶ୍ୱର ଅଫିସ, ୨୮।୪-ରାଜ୍ୟର ୧୬ତମ ବିଧାନସଭା ନିର୍ବାଚନ ୨୦୧୯ର ଚତୁର୍ଥ ପର୍ଯ୍ୟାୟରେ ବାଲେଶ୍ୱର ଜିଲାରେ ୨୯ତାରିଖରେ ଅନୁଷ୍ଠିତ ହେବ। ଜିଲାର ୧୨ଟି ବ୍ଲକରେ ୧୮୮୭ଟି ପୋଲିଂ...

Leave a comment

Your email address will not be published. Required fields are marked *