ନିଶାସକ୍ତ ବାଇକ୍‌ ଚାଳକଙ୍କୁ କୋର୍ଟ ଚାଲାଣ

ପାଟପୁର,୯ା୧୨(ଡି.ଏନ.ଏ.)-ପାଟପୁର ପୋଲିସ ସୋମବାର ଅପରାହ୍ନରେ ଜଣେ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ନନ ଏଫ୍‌ଆଇଆର୍‌ ମାମଲା ନଂ. ୧୨୧/୧୯ରେ କୋର୍ଟ ଚାଲାଣ କରିଛି। ସେ ହେଲେ ଶେରଗଡ଼ ଥାନା ବାଇଶିଫଳ ଗ୍ରାମର ଶତ୍ରୁଘ୍ନ ବେହେରା। ରବିବାର ସନ୍ଧ୍ୟାରେ ସ୍ଥାନୀୟ ବଢିଆଉସ୍ତା ଛକ ନିକଟରେ ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ନିଶାସକ୍ତ ଅବସ୍ଥାରେ ଶତ୍ରୁଘ୍ନ ବାଇକ୍‌ ଚଳାଉଥିଲେ। ଉପସ୍ଥିତ ପୋଲିସ କର୍ମଚାରୀ ମାନେ ବ୍ରେଥ୍‌ ଆନାଲାଇଜର ମେଶିନ ଦ୍ୱାରା ଅଭିଯୁକ୍ତଙ୍କ ପରୀକ୍ଷା କରି ତାଙ୍କୁ ଗିରଫ କରାଯାଇଥିବା ଆଇଆଇସି ଅଜୟ କୁମାର ବାରିକ କହିଛନ୍ତି।


All Right Reserved By Dharitri.Com

ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି।...

ଶେଷ ପର୍ଯ୍ୟାୟରେ ଚାରିନାହାକା କାମ

ପୁରୀ ଅଫିସ,୨୩ା୫: ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋର୍‌ଦାର ଚାଲିଛି। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ରଥଖଳାରେ କାମ ଜାରି ରହିଥିବାବେଳେ ଶୁକ୍ରବାର...

ନିଃଶୁଲ୍କ ଅସ୍ଥି, ମେରୁଦଣ୍ଡ ଚିକିତ୍ସା ଶିବିର

ସିନାପାଲି,୨୪।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ଅଗ୍ରସେନ ଭବନଠାରେ ମାରୱାଡି ଯୁବାମଞ୍ଚ ଶାଖା ପକ୍ଷରୁ ଦିନିକିଆ ନିଃଶୁଲ୍କ ଅସ୍ଥି ଓ ମେରୁଦଣ୍ଡ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।...

ବନ୍ତ ବ୍ଲକରେ ୨ୟ କରୋନା ପଜିଟିଭ ଚିହ୍ନଟ

ବନ୍ତ,୧୪।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ଗୁରୁବାର ୨ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଗତ ୯ ତାରିଖରେ କର୍ଣ୍ଣାଟକରୁ ଆସି ଗୋବିନ୍ଦପୁର କ୍ୱାରାଣ୍ଟାଇନ୍‌...

ପ୍ରସ୍ତାବିତ ଓଭରବ୍ରିଜ ପାଇଁ ଉଚ୍ଛେଦକୁ ବିରୋଧ

ବାରିପଦା ଅଫିସ,୩୧ା୧- ମୟୂରଭଞ୍ଜ ଜିଲା ବାରିପଦା ସହରର ପାଳବଣି ଗୋଲେଇଠାରୁ କୃଷ୍ଣଚନ୍ଦ୍ର ଗୋଲେଇ ମଧ୍ୟରେ ରେଳ ଓ ପୂର୍ତ୍ତ ବିଭାଗ ପକ୍ଷରୁ ମିଳିତ ଭାବେ ଓଭରବ୍ରିଜ...

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କରେ ଅନିୟମିତତା: ନିର୍ଦ୍ଦେଶ ଦେଲେ ରେଜିଷ୍ଟ୍ରାର

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିଯୁକ୍ତି ଓ ମୁଖ୍ୟ କାର୍ଯ୍ୟ ନିର୍ବାହୀଙ୍କ କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସଭ୍ୟ ସ୍ମୃତିରଞ୍ଜନ ବେହେରା ଗତ ୭...

ଆନିକଟ୍‌ର ଦ୍ୱିତୀୟ ଗେଟରେ ଜୁଆ ଖେଳ

ସମ୍ବଲପୁର, ୨୯।୩ (ବ୍ୟୁରୋ)- ସମ୍ବଲପୁର ମହାନଦୀ ଅଯୋଧ୍ୟା ସରୋବର ଦ୍ୱିତୀୟ ଗେଟ୍‌ ନିକଟରେ ଜୁଆ ଖେଳ ଚାଲିଛି । ଗତ ମାର୍ଚ୍ଚ ୨୨ ତାରିଖ ଜନତା...

ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ: ୧୨ ବଖରା ଜଳିଗଲା

ହାଟଡିହୀ,୩୦।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାବଳେଶର ପଞ୍ଚାୟତ ଡିମିରିଆ ଗ୍ରାମରେ ଗୁରୁବାର ରାତିରେ ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଛି। ଏଥିରେ ସୁବାଷ ପ୍ରଧାନ,...

Leave a comment

Your email address will not be published. Required fields are marked *