ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ

କଟକ,୨୫।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ କଟକ ଶୋ‘ରୁମ୍‌(ଷ୍ଟୋର) ପରିସରରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର କଟକ ଷ୍ଟୋର ପକ୍ଷରୁ ଆକର୍ଷଣୀୟ ବାର୍ଷିକ ଉତ୍ସବ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ମେ ୨୬ ପର୍ଯ୍ୟନ୍ତ ଉପଲବ୍ଧ। ଏପରିକି ଗ୍ରାହକମାନେ ସୁନାଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୩୦%, ହୀରା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦% ଏବଂ ଓଜନିଆ ରୁପା ଜିନିଷର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦%ର ରିହାତି ପାଇବେ ବୋଲି କଟକ ଷ୍ଟୋର ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ଡାଇରେକ୍ଟର ମିତେଶ ଖିମ୍‌ଜୀ କହିଛନ୍ତି, ଆମେ ଆମର କଟକ ଷ୍ଟୋରର ୧୩ତମ ପୂର୍ତ୍ତି ଉତ୍ସବ ପାଳନକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହା ଆମମାନଙ୍କ ପାଇଁ ଏକ ଐତିହାସିକ ମୁହୂର୍ତ୍ତ ହୋଇଥିବାବେଳେ ଆମେ ଅତ୍ୟନ୍ତ ଗଭୀରତାର ସହ ଆମର ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ରିହାତି ସୁବିଧା ମଧ୍ୟ ଘୋଷଣା କରୁଛୁ। ସେହିଭଳି ଗ୍ରାହକମାନେ ବିଗତ ବର୍ଷଗୁଡିକରେ ଆମ ପ୍ରତି ରଖିଆସିଥିବା ବିଶ୍ୱାସ, ପ୍ରତିବଦ୍ଧତା ଓ ସମର୍ଥନକୁ ମଧ୍ୟ ଆମେ ପ୍ରଶଂସା କରୁଛୁ। ଏହି ଅବସର ଆମେ ଅତୁଳନୀୟ ମୂଲ୍ୟ ଏବଂ ଏକ ସ୍ମରଣୀୟ କିଣାକିଣି ଅନୁଭୂତି ପ୍ରଦାନ କରିବା ନିମନ୍ତେ ଉତ୍ସର୍ଗୀକୃତ ରହିଛୁ, ଯାହା ଆମ ଗ୍ରାହକଙ୍କର ଆବଶ୍ୟକତା ଏବଂ ସେମାନଙ୍କର ପସନ୍ଦକୁ ଆମେ ସର୍ବାଗ୍ରେ ସ୍ଥାନିତ କରିବା ସୁନିଶ୍ଚିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?