Posted inଜାତୀୟ

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ପୂରଣ ହେଲା ୧୩ ବର୍ଷ, ଗେଟୱେ ଅଫ୍ ଇଣ୍ଡିଆରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୬ ।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ୧୩ ବର୍ଷ ପୂରଣ ହୋଇଛି । ଏହି ଆକ୍ରମଣକୁ ଭାରତ ଇତିହାସର ସବୁଠାର ଭୟଙ୍କର ଆକ୍ରମଣ କହିଲେ କିଛି ଭୁଲ ହବ ନାହିଁ । ୨୦୦୮ ମସିହା ନଭେମ୍ବର ୨୬ରେ ୧୦ ପାକିସ୍ତାନୀ ଆତଙ୍କବାଦୀ ସମୁଦ୍ର ପଥ ଦେଇ ମୁମ୍ବାଇରେ ପହଞ୍ଚିଥିଲେ । ଏହାପରେ ସେମାନେ ମୁମ୍ବାଇର ବିଭିନ୍ନ ସ୍ଥାନରେ ଆଖିବୁଜା ଗୁଳି ଚାଳନା କରିଥିଲେ । ଫଳରେ ଏହି ଆକ୍ରମଣରେ ୧୮ ସୁରକ୍ଷାକର୍ମୀଙ୍କ ସମେତ ୧୬୬ ଲୋକଙ୍କ ମୃତ୍ୟୁ ହୋଇଥିଲା । ଆହୁରି ଅନେକ ଲୋକ ଗୁରୁତର ଆହତ ବି ହୋଇଥିଲେ । ସୂଚନାଯୋଗ୍ୟ, ଶୁକ୍ରବାର ଏହି ଆକ୍ରମଣକୁ ୧୩ ବର୍ଷ ପୂରଣ ହେଉଥିବା ବେଳେ ମୁମ୍ବାଇ ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ଥିବା ଶହୀଦ ସ୍ମାରକରେ ସକାଳ ୯ଟାରେ ଶଡୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ । ଏହାସହ ୧୦ଟା ୪୫ରେ ଗେଟୱେ ଅଫ ଇଣ୍ଡିଆରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ । କାର୍ଯ୍ୟକ୍ରମରେ ମହାରାଷ୍ଟ୍ରର ଗୃହମନ୍ତ୍ରୀ ଦିଲିପ ବସଲେ ପାଟିଲ ଓ ଅନ୍ୟ କେତେଜଣ ନେତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରବର୍ଟଙ୍କୁ କହିଲେ ପ୍ରିୟଙ୍କା:ତୁମେ ଏବେ ବି ମୋତେ ରାତ୍ରଭୋଜନରେ ନେଇ ଯାଇପାରିବ

ନୂଆଦିଲ୍ଲୀ, ୧୭।୭: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ବୁଧବାର ୨୨ବର୍ଷ ପୁରୁଣା ବିବାହ ବେଳର ଫଟୋ ଶେୟାର କରିଛନ୍ତି। ଏହି ଅବସରରେ ସ୍ବାମୀ ରବର୍ଟ ଭଦ୍ରାଙ୍କୁ...

ହାର୍ଟ ଆଟାକ୍‌ ଆଶଙ୍କା କମ୍‌ କରେ ଏହି ପତ୍ର

ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍‌ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ...

ଭାଜପାର ବୁଲ୍‌ଡୋଜର ଘୃଣା-ଆତଙ୍କ ସୃଷ୍ଟି କରୁଛି : ରାହୁଲ…

ନୂଆଦିଲ୍ଲୀ, ୧୨।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରଙ୍କୁ ଦେଶରେ ଦରଦାମ୍‌ ବୃଦ୍ଧି ନେଇ ଘେରିବା ଆରମ୍ଭ କରିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌...

ଜୁନରେ ଆସିବ ଚର୍ତୃଥ ଲହର: ସତର୍କ କଲା ଆଇଆଇଟି କାନପୁର

ନୂଆଦିଲ୍ଲୀ,୧୫।୪: ଦେଶରେ ପୁଣି ଥରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ଏବେ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ିଯାଇଛି। ଗତ...

ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ଉଠିଲା ବିବାଦ: ଅନିର୍ଦ୍ଦିଷ୍ଟକାଳ ପାଇଁ ହୋଇପାରେ ବନ୍ଦ

ଶିରିଡି,୧୮।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ଦେଇଥିବା ବୟାନ ଏବେ ବିବାଦ ଘେରକୁ ଚାଲି ଆସିଛି। ଠାକରେଙ୍କ ବୟାନକୁ ନେଇ ଶ୍ରଦ୍ଧାଳୁଙ୍କ...

ହଜିଛି ନିଯୁକ୍ତି ଚାବି:ଆଶାୟୀଙ୍କ ସ୍ବପ୍ନକୁ ଧୂଳିସାତ୍‌ କରିଛି ବଜେଟ

ନୂଆଦିଲ୍ଲୀ,୫ା୨କୋଭିଡ୍‌-୧୯ ଭୂତାଣୁର ମୁକାବିଲା ପାଇଁ ଗତ ମାର୍ଚ୍ଚ ମାସରୁ ଲଗାତର ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଭଳି କଠୋର ପଦକ୍ଷେପ ନିଆଯାଇଥିଲା। ଏହି ତାଲାବନ୍ଦୀ ଯୋଗୁ ଦୋକାନ...

ପ୍ରଥମେ କୋଭାକ୍ସିନ, ଦ୍ୱିତୀୟ ଡୋଜରେ କୋଭିଶିଲ୍ଡ

ମୁମ୍ବାଇ,୧୩।୫: ମହାରାଷ୍ଟ୍ରର ଜଣେ ୭୨ ବର୍ଷୀୟ ବୃଦ୍ଧଙ୍କୁ ଦୁଇଟି ଭିନ୍ନ ଭିନ୍ନ କୋଭିଡ୍‌ ଟିକା ଦିଆଯାଇଥିବା ଘଟଣା ସାମ୍ନାକୁ ଆସିଛି। ଜଲନା ଜିଲାର ବସୀନ୍ଦା ଦତ୍ତାତ୍ରେୟ...

ହାର୍ଦ୍ଦିକ ନୁହେଁ ଜିଗ୍ନେଶ ହେଲେ କଂଗ୍ରେସର ପୋଷ୍ଟର ବୟ

ଅହମଦାବାଦ,୬।୫: ଗତ କିଛି ଦିନରୁ ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲଙ୍କ ରାଜ୍ୟ ନେତୃତ୍ୱକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଭାଜପାକୁ ଖୋଲାଖୋଲି ଭାବେ...

Advertisement
Archives

Model This Week