୧୪.୫୫ ମିଲିୟନ ଟନ୍‌ କୋଇଲା ଉତ୍ପାଦନ

ନୂଆଦିଲ୍ଲୀ,୧୧ା୧: ଗତବର୍ଷ ଏପ୍ରିଲରୁ ଡିସେମ୍ବର ମଧ୍ୟରେ ବନ୍ଦ ହୋଇପଡ଼ିଥିବା କୋଇଲା ଖଣିରୁ ୧୪.୫୫ ମିଲିୟନ ଟନ୍‌ କୋଇଲା ଉତ୍ପାଦିତ ହୋଇଛି ବୋଲି ମଙ୍ଗଳବାର ଏନ୍‌ଟିପିସି ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବନ୍ଦ ରହିଥିବା କୋଇଲା ଖଣିଗୁଡ଼ିକରୁ ୨୦୨୨ ଏପ୍ରିଲରୁ ଡିସେମ୍ବର ମଧ୍ୟରେ ଖଣିରୁ ୧୪.୫୫ ମିଲିୟନ ଟନ୍‌ ଏବଂ ବର୍ଷକ ପୂର୍ବରୁ ବନ୍ଦ ହୋଇରହିଥିବା ଖଣିରୁ ୯.୬୫ ମିଲିୟନ ଟନ୍‌ କୋଇଲା ଉତ୍ପାଦନ ହୋଇଥିଲା। ତେବେ ପୂର୍ବ ବର୍ଷରେ ୯.୬୫ ମିଲିୟନ ଟନ୍‌ କୋଇଲା ଉତ୍ପାଦନ ତୁଳନାରେ ୨୦୨୨-୨୩ ଆର୍ଥିକ ବର୍ଷରେ ୧୪.୫୫ ମିଲିୟନ ଟନ୍‌ଉତ୍ପାଦନ ସହ ପୂର୍ବ ରେକର୍ଡକୁ ଅତିକ୍ରମ କରିଛି ବୋଲି ଏନ୍‌ଟିପିସି ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଦେଶରେ ୪ଟି କାର୍ଯ୍ୟକ୍ଷମ ହୋଇଥିବା କୋଇଲା ଖଣିରୁ ମାସକ ମଧ୍ୟରେ ସର୍ବାଧିକ ୨୨.୮୩ ଲକ୍ଷ ଟନ୍‌ କୋଇଲା ଉତ୍ପାଦନ ହୋଇଛି। ସେହି ଖଣିଗୁଡ଼ିକ ହେଉଛି ଦୁଲାଙ୍ଗା(ଓଡ଼ିଶା), ତଲାଇପାଲ୍ଲୀ (ଛତିଶଗଡ଼), ପାକ୍ରି-ବାରଓ୍ବାଡିହ (ଝାଡ଼ଖଣ୍ଡ), ଛତି-ବାରିଆଟୁ(ଝାଡ଼ଖଣ୍ଡ)। ତେବେ ୫.୭୯ ମିଲିୟନ ଟନ୍‌ ମଧ୍ୟରୁ ପାଓ୍ବାର ପ୍ଲାଣ୍ଟଗୁଡ଼ିକୁ ୫.୪୨ ମିଲିୟନ ଟନ୍‌ କୋଇଲା ପଠାଇଛି ବୋଲି ଏନ୍‌ଟିପିସିର ତ୍ରୈମାସିକ ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri