ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୮୬୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସମ୍ବଲପୁରରୁ ୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀର ଏବଂ କଟକରୁ ୩ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri