ସରକାରୀ କ୍ୱାର୍ଟର ଛାଡ଼ୁନାହାନ୍ତି ୧୪ ପୂର୍ବତନ ବିଧାୟକ: ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୯।୧୨: ଓଡିଶାର ୧୪ ଜଣ ପୂର୍ବତନ ବିଧାୟକ ଭୁବନେଶ୍ୱରରେ ଅନଧିକୃତ ଭାବରେ ସେମାନଙ୍କ ସରକାରୀ କ୍ୱାର୍ଟର୍ସ ଦଖଲ କରିଛନ୍ତି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି।

ଉପସ୍ଥାପିତ ହୋଇଥିବା ତଥ୍ୟ ଅନୁଯାୟୀ ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଏହି ତଥ୍ୟ ଉପସ୍ଥାପନ କରିଛନ୍ତି ଯେଉଁଥିରେ ବର୍ତମାନର ବିଧାୟକଙ୍କୁ ପ୍ରଦାନ କରାଯାଇଥିବା ସରକାରୀ କ୍ୱାର୍ଟର୍ସ ଏବଂ ପୂର୍ବତନ ସଦସ୍ୟ ଯେଉଁମାନେ କ୍ୱାର୍ଟର୍ ଖାଲି କରିନାହାଁନ୍ତି।

ତଥ୍ୟ ଅନୁଯାୟୀ, ୧୪ ଜଣ ପୂର୍ବତନ ସଦସ୍ୟ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସରକାରୀ କ୍ୱାର୍ଟର୍ସ ଦଖଲ କରିଛନ୍ତି। ସେଥିମଧ୍ୟରୁ ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀ ଏବଂ ସାନ୍ତୋଷ ସିଂ ସାଲୁଜା ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସରକାରୀ କ୍ୱାର୍ଟର୍ସ ଦଖଲରେ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri