ଅଧରାତିରେ ଗୁହାଳରୁ ୧୪ ଛେଳି ଗାଏବ: ମାଲିକ କହିଲେ…

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରୁ ୧୪ଟି ଛେଳି ଚୋରି ହୋଇଥିବା ଅଭିଯୋଗ ହୋଇଛି l ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଛେଳି ମାଲିକ ନରହରି ସାହୁଙ୍କ ଘର ଗ୍ରିଲ ଚାବି ପକେଇ ଗୁହାଳରୁ ଛେଳି ଗୁଡିକ ଚୋରି କରି ନେଇଯାଇଛନ୍ତି l ସ୍ଥାନୀୟ ଅଞ୍ଚଳର କିଛି ବ୍ୟକ୍ତିଙ୍କ ଏଥିରେ ହାତ ଥିବା ସନ୍ଦେହ କରୁଛନ୍ତି ଛେଳି ମାଲିକ l ଏନେଇ ଛେଳି ମାଲିକ ହୁମା ଫାଣ୍ଡିରେ ଅଭିଯୋଗ କରିବେ ବୋଲି ଜଣାପଡିଛି l ପ୍ରକାଶ ଯୋଗ୍ୟ ବତ୍ତମାନ ଛତୁ ଫୁଟିଲା ଭଳି ଚାରିଆଡେ ବିବାହ ଭୋଜି ଚାଲିଥିବାବେଳେ ଦୁର୍ବୃତ୍ତମାନେ ଛେଳି ଚୋରି କରି ଭୋଜି କରୁଥିବା ଲୋକଙ୍କୁ ବିକ୍ରି କରୁଛନ୍ତି l ଚୋରି ଛେଳିକୁ ରାତାରାତି କାଟି ମଟନ ଭୋଜି ମଜା ଉଠାଉଛନ୍ତି ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri