ନୂଆପଡ଼ା ଜିଲାର ଗୋଟିଏ ଗାଁରୁ ୧୪ ଚିହ୍ନଟ

ନୂଆପଡ଼ା,୨୮।୩: ନୂଆପଡ଼ା ଜିଲାରେ ଦିନକୁ ଦିନ କରୋନା ଉଗ୍ରରୁପ ଦେଖାଉଛି। ଜିଲାର କୋମନା ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତ ତୁକୁଲାପଡ଼ା ଗ୍ରାମରୁ ରବିବାର ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ସିନାପାଲିରୁ ୪, ଖଡିଆଳରୁ ୩, ନୂଆପଡ଼ା ମୁଖ୍ୟ ଡାକ୍ତରଖାନାରୁ ୨, ଖରିଆରରୋଡରୁ ୬ଜଣଙ୍କୁ ମିଶାଇ ଗୋଟିଏ ଦିନରେ ୨୯ ଚିହ୍ନଟ ହୋଇଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ତାରିଖରେ ସିନାପାଲି ବ୍ଳକ ବ୍ରାହ୍ମଣପଡା ଗ୍ରାମର ୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

ମହାଶିବରାତ୍ରିରୁ ଉତ୍ତର ଦିଗକୁ ଗତି କରିବେ ବୁଧ ଗ୍ରହ: ଏହି ୩ ରାଶିର ଭଲ ହେବ ନା ଖରାପ, ଜାଣନ୍ତୁ…

ବୈଦିକ ଜ୍ୟୋତିଷରେ, ବୁଧ ଗ୍ରହ ହେଉଛି ବୁଦ୍ଧି, ବାଣୀ, ତର୍କ, ଗଣିତ, ବ୍ୟବସାୟ ଏବଂ ଯୋଗାଯୋଗ ପାଇଁ ଦାୟୀ। ଏହା ଜଣେ ବ୍ୟକ୍ତିଙ୍କ ବିଶ୍ଳେଷଣାତ୍ମକ କ୍ଷମତା, ନିଷ୍ପତ୍ତି…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri