ଭୁବନେଶ୍ୱର, ୪ା୧୧(ବ୍ୟୁରୋ): କନ୍ଧମାଳରୁ ରାଜଧାନୀକୁ କାର୍ରେ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ମଙ୍ଗଳବାର ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ଖଜୁରିପଦା ଥାନା ଅଞ୍ଚଳର ସତୀଶ କୁମାର ପ୍ରଧାନ ଓରଫ ଲିଟୁ ଏବଂ କେନ୍ଦୁଝର ଜିଲା ଘଷିପୁରା ଥାନା ଅଞ୍ଚଳର ସୁଶାନ୍ତ କୁମାର ସାହୁ। ଏମାନଙ୍କଠାରୁ ୨ଟି କାର୍ ସମେତ ୧୪ କେଜି ଗଞ୍ଜେଇ ଜବତ କରାଯାଇଛି। ଅଭିଯୁକ୍ତ ସତୀଶ ବଡ଼ଗଡ଼ ଓ ସୁଶାନ୍ତ ଶହୀଦନଗର ଥାନା ଅଞ୍ଚଳରେ ରହି ଭୁବନେଶ୍ୱର ଏବଂ ଉପକଣ୍ଠ ଅଞ୍ଚଳରେ ଗଞ୍ଜେଇ ବେପାର ଚଳାଇ ଥିଲେ। ମଙ୍ଗଳବାର ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ପୋଲିସକୁ ଖବର ମିଳିଥିଲା। କାର୍ ଦୁଇଟିରୁ ୧୪ କେଜି ଗଞ୍ଜେଇ ମିଳିଥିଲା। ପୋଲିସ ଏହି ଗଞ୍ଜେଇ ଜବତ କରିବା ସହ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏ ନେଇ କେସ୍ ନଂ. ୪୬୬/୨୦ ରୁଜୁ କରାଯାଇଛି।
ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ
ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…
ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…
ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…
ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…
ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍, ଅର୍ଥ ଅନୁମୋଦନ କେବେ…?
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…
Archives

