ବେଦାନ୍ତ ଲାଞ୍ଜିଗଡ଼ ତୀରନ୍ଦାଜ ଟିମ୍‌କୁ ୧୪ ପଦକ

ଭୁବନେଶ୍ୱର,୨୮।୩: ବେଦାନ୍ତ ଗ୍ରୁପର ଓଡ଼ିଶା ୟୁନିଟ ପକ୍ଷରୁ ଏକ ଅଭିନବ କ୍ରୀଡା ପ୍ରୋଗ୍ରାମ ‘ବେଦାନ୍ତ ତୀରନ୍ଦାଜ ଅଭିଯାନ’ର ଆରମ୍ଭ କରାଯାଇଛି। ବିଶେଷକରି ବେଦାନ୍ତ ଲିମିଟେଡର ଲାଞ୍ଜିଗଡ଼ କ୍ଷେତ୍ରର ସ୍ଥାନୀୟ ଯୁବକ ତଥା ପିଲାମାନଙ୍କର ସାମଗ୍ରିକ ବିକାଶ ଜରିଆରେ ଉକ୍ତ ଟିମ୍‌ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ସୁନ୍ଦରଗଡ଼ଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ ତୀରନ୍ଦାଜ ତାଲିମ ଅଭିଯାନର ଶିକ୍ଷାର୍ଥୀମାନେ ୧୪ଟି ପଦକ ହାସଲ କରିଛନ୍ତି। ମୋଟ ଉପରେ ବେଦାନ୍ତ ତୀରନ୍ଦାଜ ଟିମ ଉକ୍ତ ପ୍ରତିଯୋଗିତାରେ ୟୁ-୧୭ ଏବଂ ୟୁ-୧୪ ବର୍ଗରେ ୫ଟି ସ୍ବର୍ଣ୍ଣ, ୪ଟି ରୌପ୍ୟ ଏବଂ ୫ଟି ବ୍ରୋଞ୍ଜ ପଦକ ଜିତିଛି।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡର ଡେପୁଟି ସିଇଓ (ଆଲୁମିନା ବିଜନେସ୍‌) ଜି.ଜି ପାଲ୍‌ କହିଛନ୍ତି, କ୍ରୀଡ଼ା କ୍ଷେତ୍ରରେ ଅଂଶଗ୍ରହଣ କରିବା ପାଇଁ ସ୍ଥାନୀୟ ଯୁବବର୍ଗଙ୍କ ମଧ୍ୟରେ ଆଗ୍ରହ ବୃଦ୍ଧି ପାଉଛି। ଫଳରେ ଆଗ୍ରହୀ ଯୁବକମାନଙ୍କ ମଧ୍ୟରେ କଠିନ ପରିଶ୍ରମ, ଧ୍ୟାନ, ନିଷ୍ଠା ଏବଂ ଅନୁଶାସନ ସହିତ ଅନେକ ଜୀବନ ମୂଲ୍ୟବୋଧର ଏକ ଉତ୍ତମ ଉପାୟ ପାଲଟିଛି। ଏପରିକି ଆମର ତୃଣମୂଳ କ୍ରୀଡା ତାଲିମ ପଦକ୍ଷେପଗୁଡ଼ିକର ଶିକ୍ଷାର୍ଥୀମାନଙ୍କ ଦ୍ୱାରା ଜାରି କରାଯାଇଥିବା ଉଲ୍ଲେଖନୀୟ ପ୍ରଦର୍ଶନକୁ ଲକ୍ଷ୍ୟ କରିବା ବେଶ ହୃଦୟସ୍ପର୍ଶୀ ଅଟେ। ବିଶେଷ କରି ଏହା ଆମର ଯୁବବର୍ଗର ସର୍ବଦଳୀୟ ବିକାଶକୁ ସୁନିଶ୍ଚିତ କରିବା ସହ ଆମ ପ୍ରୟାସରେ ସମ୍ପ୍ରଦାୟର ଏକ ଅତିରିକ୍ତ ଉନ୍ନତି ସାଧିତ ହୋଇଥାଏ।
ଉଲ୍ଲେଖଯୋଗ୍ୟ ୨୦୨୨-୨୩ ଆର୍ଥତ୍କ ବର୍ଷରେ ବେଦାନ୍ତ ତୀରନ୍ଦାଜ ଟିମର ତାଲିମ ଶିକ୍ଷାର୍ଥୀମାନେ ୩୪ଟି ରାଜ୍ୟସ୍ତରୀୟ ପଦକ ଜିତିଛନ୍ତ, ଯେଉଁଥିରେ ୧୧ଟି ସ୍ବର୍ଣ୍ଣ, ୯ଟି ରୌପ୍ୟ ଏବଂ ୧୪ଟି ବ୍ରୋଞ୍ଜ ପଦକ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri