Posted inଜାତୀୟ

କୁକି ମହିଳାଙ୍କୁ ଉଲଗ୍ନ ପରେଡ୍‌ରେ ସମ୍ପୃକ୍ତ ଆଉ ୧୪ ଚିହ୍ନଟ

ନୂଆଦିଲ୍ଲୀ,୨୪ା୭: ମଣିପୁର ହିଂସା ବେଳେ କୁକି ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଘଟଣାର ଭିଡିଓ ପଦାକୁ ଆସିବା ପରେ ଏପର୍ଯ୍ୟନ୍ତ ୬ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ଉକ୍ତ ଭିଡିଓରୁ ଆଉ ୧୪ ଜଣଙ୍କୁ ଚିହ୍ନଟ କରିଛି। ମେ’ ୪ରେ ମଣିପୁରର କଙ୍ଗପୋକ୍‌ପି ଜିଲାରେ ହିଂସାକାରୀମାନେ ୨ କୁକି ମହିଳାଙ୍କୁ ଉଲଗ୍ନ ପରେଡ କରାଇଥିଲେ। ୨୬ ସେକେଣ୍ଡର ଏହି ଭିଡିଓ ଗତ ୧୯ ତାରିଖରେ ସୋସିଆଲ ମିଡିଆରେ ପ୍ରକାଶ ପାଇବା ପରେ ଏହାକୁ ନେଇ ସାରା ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଯୌନ ନିର୍ଯାତନାର ଶିକାର ୨ ମହିଳାଙ୍କ ମଧ୍ୟରୁ ଜଣେ ପୂର୍ବତନ ଯବାନଙ୍କ ସ୍ତ୍ରୀ। ସେ ଆସାମ ରେଜିମେଣ୍ଟରେ ସୁବେଦାର ଥିବାବେଳେ କାର୍ଗିଲ ଯୁଦ୍ଧ ଲଢ଼ିଥିଲେ। ମଣିପୁରରେ ମେ’ ୩ରୁ ଜାତିଆଣ ହିଂସା ଆରମ୍ଭ ହୋଇଥିଲା। ଏଥିରେ ୧୬୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?