ବରଗଡ଼ରୁ ୩ ହାଇଦ୍ରାବାଦ ଫେରନ୍ତାଙ୍କ ସମେତ ୧୪ ନୂଆ କରୋନା ପଜିଟିଭ ଚିହ୍ନଟ

ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରୁ ଶନିବାର ପୁଣି ୧୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ଜଣ ବରଗଡ଼ ଜିଲାର ହୋଇଥିବାବେଳେ ଅନ୍ୟ ଜଣେ କଳାହାଣ୍ଡି ଜିଲା ଭବାନୀପାଟଣାର। ତେବେ ବରଗଡ଼ର ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି ଗ୍ରାମର ୧, ବରଗଡ଼ ପୌରପରିଷଦ ଅଧୀନ ୱାର୍ଡ ନଂ.-୧ରୁ ୨, ୱାର୍ଡ ନଂ. ୫ରୁ ୧, ୱାର୍ଡ ନଂ. ୧୨ରୁ ୨, ପଦ୍ମପୁର ଏନ୍‌ଏସିର ୧ (ହାଇଦ୍ରାବାଦ ଫେରନ୍ତା), ପଦ୍ମପୁର ବ୍ଲକ ସିଂହମପୁରର ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪, ସୋହେଲା କ୍ଲଷ୍ଟର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମ୍‌ସି)ର ୨ଜଣ(ହାଇଦ୍ରାବାଦ ଫେରନ୍ତା) ରହିଛନ୍ତି। ଭବାନୀପାଟଣାର ଆକ୍ରାନ୍ତ ଜଣକ ବରଗଡ଼ ବିକାଶ ଆଇସୋଲେଶନ ୱାର୍ଡରେ ଚିକିତ୍ସାଧୀନ ଥିଲେ। ଏବେ ତାଙ୍କୁ ଭୁବନେଶ୍ବର କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେହିପରି ଅନ୍ୟ ୧୩ ଆକ୍ରାନ୍ତଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ଏହା ସହିତ ଆକ୍ରାନ୍ତଙ୍କ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ସହିତ ଜରୁରି କାମ ନ ଥିଲେ ବାହାରକୁ ନ ବାହାରିବା ପାଇଁ ଜିଲାପାଳ ପ୍ରଧାନ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri