ରାଜ୍ୟରେ ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ୩ ଜଣ ରହିଛନ୍ତି । ସେହିପରି ୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୭୪ ଜଣକୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୨ଜଣ, ବଲାଙ୍ଗୀରରୁ ୩ଜଣ, ଦେଓଗଡ଼ରୁ ଜଣେ, ଗଜପତିରୁ ଜଣେ, କେନ୍ଦ୍ରାପଡ଼ାରୁ ୨ଜଣ, ସୋନପୁରରୁ ଜଣେ, ଏବଂ ସୁନ୍ଦରଗଡ଼ ୪ଜଣ ରହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ରେକର୍ଡ: ବଢ଼ୁଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ଆହୁରି ଅଧିକ ବଢ଼ିବା ସହ ତାପମାତ୍ରା ହ୍ରାସ ପାଇଛି। ସକାଳ ୮ଟା ସୁଦ୍ଧା ପାରଦ...

ଆଇସିଏସ୍‌ଇ ମାଟ୍ରିକ ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା, ବିଷ୍ଣୁ ଟପ୍ପର

ଭୁବନେଶ୍ୱର,୧୪ା୫(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ବୋର୍ଡ ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ରବିବାର...

କଟକରୁ ହଟିବ ଶଟ୍‌ଡାଉନ୍‌

କଟକ ଅଫିସ,୧୨।୭- କଟକ ସହରରୁ ସୋମବାରଠାରୁ ଶଟ୍‌ଡାଉନ୍‌ ହଟିବ। କଟକ ମହାନଗର ନିଗମ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତେବେ ପୂର୍ବପରି ଶନିବାର ଏବଂ ରବିବାର...

ସତ୍ୟଜିତ୍‌ଙ୍କୁ ଅଗ୍ନିଶମ ଅତିରିକ୍ତ ଦାୟିତ୍ୱ; ଅରୁଣ ବୋଥ୍ରା ଓଏସ୍‌ଆର୍‌ଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇପିଏସ୍‌ ଅଫସର ତଥା ସ୍ପେଶାଲ୍‌ ଡିଜି (ଇଣ୍ଟେଲିଜେନ୍ସ) ସତ୍ୟଜିତ୍‌ ମହାନ୍ତିଙ୍କୁ ଅଗ୍ନିଶମ...

ଦୁଇ ଭାଇଙ୍କ ମାର୍‌ପିଟ୍‌ ବେଳେ ଶିଶୁ କନ୍ୟାଙ୍କ ଜୀବନ ଗଲା

ରୂପସା,୨୫।୧: ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ଓଡ଼ଙ୍ଗୀ ପଞ୍ଚାୟତ ଜୁଣଗଡିଆ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଭାଇଙ୍କ ମଧ୍ୟରେ ପାରିବାରିକ...

ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି।...

ଆଶଙ୍କାରେ ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ସରକାରୀ ସ୍ତରରେ ଅନୁଷ୍ଠିତ ହେଉଥିବା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’କୁ ନେଇ ପୁଣି ଆଶଙ୍କା ଦେଖାଦେଇଛି। ଚଳିତବର୍ଷ ପୁସ୍ତକ ହେମ ହେବ କି ନାହିଁ,...

ମାସ୍କ୍‌ ପିନ୍ଧି ନ ଥିବା ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ…

କାନପୁର, ୨୮।୭: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶରେ ମାସ୍କ୍‌...

Advertisement
Archives

Model This Week