ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ ଅଭିଯୋଗ ଓ ପେନସନ୍ ମନ୍ତ୍ରଣାଳୟ (DoPT) ପକ୍ଷରୁ ଏନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି।

ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ, ୨୦୨୫ ସିଲେକ୍ଟ ଲିଷ୍ଟ (Select List of 2025) ଆଧାରରେ ଏହି OAS ଅଫିସରମାନଙ୍କୁ IAS ପଦୋନ୍ନତି ସହ ଓଡ଼ିଶା କ୍ୟାଡର ଆବଣ୍ଟନ କରାଯାଇଛି।

IAS ପାହ୍ୟାକୁ ପଦୋନ୍ନତି ପାଇଥିବା ଅଫିସରମାନଙ୍କ ତାଲିକା:

୧. ସୂର୍ଯ୍ୟ ନାରାୟଣ ଦାଶ

୨. ସୁମିତା ସରକାର

୩. ବଳମୁକୁନ୍ଦ ଭୂୟାଁ

୪. ସୌଦାମିନୀ ସେଠୀ

୫. ମଧୁମିତା ନାୟକ

୬. ଜ୍ୟୋତିର୍ମୟୀ ପ୍ରଧାନ

୭. ମଧୁମିତା ନାୟକ

୮. ବବିତା ମହାନ୍ତି

୯. ଅନୁଜ କୁମାର ଦାସ ପଟ୍ଟନାୟକ

୧୦. ଜ୍ୟୋତିରଞ୍ଜନ ମିଶ୍ର

୧୧. ସୁରେନ୍ଦ୍ର କୁମାର ପଣ୍ଡା

୧୨. ଶୁଭ୍ରା ମହାନ୍ତି

୧୩. ସଂଘମିତ୍ରା ଶତପଥୀ

୧୪. ହିମାଂଶୁ ଶେଖର ବେହେରା

ଏହି ପଦୋନ୍ନତି ଫଳରେ ରାଜ୍ୟରେ ପ୍ରଶାସନିକ କାର୍ଯ୍ୟଦକ୍ଷତା ଆହୁରି ସୁଦୃଢ଼ ହେବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଦାୟିତ୍ୱ ତୁଲାଇବାରେ ଏହି ବରିଷ୍ଠ ଅଫିସରମାନଙ୍କ ଅଭିଜ୍ଞତା ସାହାଯ୍ୟ କରିବ।

Image

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri