Posted inରାଜ୍ୟ

ସୁସ୍ଥ ହେଲେ ୧୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧: ଓଡ଼ିଶାରେ ସୋମବାର ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ମୁକ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ମୋଟ ୩,୩୧,୨୮୪ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୨୫ ଜଣ। ନୂଆପଡ଼ାରୁ ୧୪, ଅନୁଗୁଳ ଓ ପୁରୀରୁ ୧୩, ସମ୍ବଲପୁରରୁ ୧୨, ବରଗଡ଼ରୁ ୧୦, ବାଲେଶ୍ୱର ଓ ଯାଜପୁରରୁ ୭, ଝାରୁସୁଗୁଡ଼ା ଓ ସୋନପୁରରୁ ୬, ଖୋର୍ଦ୍ଧାରୁ ୫, ଭଦ୍ରକ ଓ କଟକରୁ ୪, ବଲାଙ୍ଗୀରରୁ ୩, ଗଞ୍ଜାମ ଓ କେନ୍ଦୁଝରରୁ ୨, ବୌଦ୍ଧ, ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼ ଓ ଷ୍ଟେଟ ପୁଲରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟର ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?