ଜବତ ହେଲା ଦେଶୀ ମହୁଲି, ଗାଁ ନିକଟରେ ଯାଉଥିବାବେଳେ ମାଡିବସିଲା ଅବକାରୀ ବିଭାଗ, ଘଟଣାରେ…

ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ ଥାନା ଚାନ୍ଦପୁର ଗ୍ରାମ ନିକଟରେ ଯାଉଥିବା ଏକ ଇଣ୍ଡିଗୋ କାର୍‌ରୁ ୧୪୦ ଲିଟର ଦେଶୀ ମହୁଲି ଜବତ ହୋଇଛି। ତଦନ୍ତ ବେଳେ ମଦ ମାଫିଆ ଘର ଚାନ୍ଦପୁର ଗ୍ରାମରେ ଅବକାରୀ ବିଭାଗ ଚଢ଼ାଉ କରି ୯୧୦ ଲିଟର ଦେଶୀ ମହୁଲି ମଦ ଜବତ କରାଯାଇଛି। ଏହି ଘଟଣାରେ ମଦ ମାଫିଆ ଚାନ୍ଦପୁର ଗ୍ରାମର ଉପେନ୍ଦ୍ର କୁମାର ସାହୁ(୪୫) ଏବଂ ସୁରେନ୍ଦ୍ର କୁମାର ସାହୁ (୪୭)ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ବିଭାଗ ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଏମିତି ଖେଳିବା ବନ୍ଦ କର..’ ଅଭିଷେକଙ୍କ ଉପରେ ବର୍ଷିଲେ ପୂର୍ବତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପରେ ଅଭିଷେକ ଶର୍ମାଙ୍କ ବ୍ୟାଟ ଭଲ ପ୍ରଦର୍ଶନ କରିନାହିଁ। ସେ ତାଙ୍କର ପ୍ରଥମ ତିନୋଟି ମ୍ୟାଚରେ ହ୍ୟାଟ୍ରିକ ପାଇଁ ଆଉଟ ହୋଇଥିଲେ। ଟିମ…

ଦୋଳ ବିମାନରେ ପୂଜା ପାଉଛନ୍ତି ରାଧାମାଧବ

କାକଟପୁର/ଅସ୍ତରଙ୍ଗ,୨ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତାଳଦା ପଞ୍ଚାୟତ ରିଶୋଲ ଅଞ୍ଚଳରେ ଦୋଳ ବିମାନ ଗାଁ ଗାଁ ବୁଲିବା ସହ ଦେବୀନଦୀ ପାର…

କଳାହାଣ୍ଡିରେ ପୁଣି ହାତୀ ଆତଙ୍କ: ନର୍ଲାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ, ୨ ମାସରେ ଗଲାଣି ୨ ଜୀବନ

ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ବ୍ଳକ ବାଗପୁର ଗ୍ରାମରୁ ସୋମବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏହି ଗ୍ରାମର ଗଣ୍ଠି…

ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ ୧୦ରୁ ଅଧିକ ମହିଳା, ବୁଲାଣି ରାସ୍ତାରେ ଘଟିଲା…

ବାଲିଗୁଡ଼ା,୨ା୩(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮…

ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ…

ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ…

ବିଜେଡି ଯାହା କରିଛି ଠିକ୍‌ କରିଛି, କାହିଁକି ଏମିତି କହିଲେ ଗଣେଶ୍ୱର, ଜାଣନ୍ତୁ…

ଭୁବନେଶ୍ୱର,୨ା୩: ବିଜେଡି ବିଧାୟକ ଗଣେଶ୍ୱର ବେହେରା ଭାଜପା ଉପରେ ପ୍ରବଳ ବର୍ଷିଛନ୍ତି। ସେ ଭାଜପାକୁ ରୋକ୍‌ଠୋକ୍‌ ଶୁଣାଇ କହିଛନ୍ତି, ବିଜେଡି ଯାହା କରିଛି ଠିକ୍‌ କରିଛି। ଡାକ୍ତର…

ଫିକା ପଡିବ ହୋଲି! ୬ଟି ରାଜ୍ୟରେ ଝଡ ବର୍ଷା ପାଇଁ ସତର୍କତା ଜାରି କଲା IMD

ନୂଆଦିଲ୍ଲୀ,୨।୩: ଉତ୍ତର-ପଶ୍ଚିମ ଭାରତରେ ଗ୍ରୀଷ୍ମ ଆରମ୍ଭ ହୋଇଛି। ଦିନବେଳା ସୂର୍ଯ୍ୟକିରଣ ପ୍ରବଳ ଗରମ ଆଣିଛି। ପାଣିପାଗ ବିଭାଗ ମଧ୍ୟ ଏହି ସପ୍ତାହରେ ଉତ୍ତର-ପଶ୍ଚିମ ଏବଂ ମଧ୍ୟ ଭାରତର…

ଆସନ୍ତାକାଲି ଚନ୍ଦ୍ରଗ୍ରହଣ: କେଉଁ ରାଶି ପାଇଁ ଶୁଭ ଆଉ ଅଶୁଭ, ଜାଣନ୍ତୁ…

ଚନ୍ଦ୍ରଗ୍ରହଣକୁ ଏକ ଗୁରୁତ୍ୱପୂର୍ଣ୍ଣ ଖଗୋଳବିଜ୍ଞାନ ଘଟଣା ଭାବରେ ବିବେଚନା କରାଯାଏ, ଯାହାକୁ ରକ୍ତ ଚନ୍ଦ୍ର, ଆଂଶିକ ଚନ୍ଦ୍ରଗ୍ରହଣ, ଚନ୍ଦ୍ରଗ୍ରହଣ ଏବଂ ପେନମ୍ବ୍ରାଲ ଚନ୍ଦ୍ରଗ୍ରହଣ ମଧ୍ୟ କୁହାଯାଏ। ଚନ୍ଦ୍ରଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri