Posted inରାଜ୍ୟ

ସୁସ୍ଥ ହେଲେ ୧୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧- ଓଡ଼ିଶାରେ ରବିବାର ୧୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ କରୋନାରୁ ମୁକ୍ତ ହୋଇଥିବା ରାଜ୍ୟରେ ରୋଗୀଙ୍କ ସଂଖ୍ୟା ୩,୩୨,୧୦୩ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୧୬, ପୁରୀ ୧୫, ସୁନ୍ଦରଗଡ଼ରୁ ୧୪, ବାଲେଶ୍ୱରରୁ ୧୧, ବରଗଡ଼ ଓ କଟକରୁ ୯, ଭଦ୍ରକ, ଯାଜପୁର ଓ ଖୋର୍ଦ୍ଧାରୁ ୮, ଜଗତ୍‌ସିଂପୁର ଓ ନୂଆପଡ଼ାରୁ ୬, ବଲାଙ୍ଗୀର ୫, ଅନୁଗୁଳ, ଝାରସୁଗୁଡ଼ା ଓ ନବରଙ୍ଗପୁର ୪, ଗଞ୍ଜାମ, ମୟୂରଭଞ୍ଜ ଓ କଳାହାଣ୍ଡି ୩, ଦେଓଗଡ଼, କେନ୍ଦ୍ରାପଡ଼ା, କୋରାପୁଟ ଓ ସୋନପୁର ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ ସୁସ୍ଥ ହୋଇଥିଲେ। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri