Posted inରାଜ୍ୟ

ସୁସ୍ଥ ହେଲେ ୧୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧- ଓଡ଼ିଶାରେ ରବିବାର ୧୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ କରୋନାରୁ ମୁକ୍ତ ହୋଇଥିବା ରାଜ୍ୟରେ ରୋଗୀଙ୍କ ସଂଖ୍ୟା ୩,୩୨,୧୦୩ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୧୬, ପୁରୀ ୧୫, ସୁନ୍ଦରଗଡ଼ରୁ ୧୪, ବାଲେଶ୍ୱରରୁ ୧୧, ବରଗଡ଼ ଓ କଟକରୁ ୯, ଭଦ୍ରକ, ଯାଜପୁର ଓ ଖୋର୍ଦ୍ଧାରୁ ୮, ଜଗତ୍‌ସିଂପୁର ଓ ନୂଆପଡ଼ାରୁ ୬, ବଲାଙ୍ଗୀର ୫, ଅନୁଗୁଳ, ଝାରସୁଗୁଡ଼ା ଓ ନବରଙ୍ଗପୁର ୪, ଗଞ୍ଜାମ, ମୟୂରଭଞ୍ଜ ଓ କଳାହାଣ୍ଡି ୩, ଦେଓଗଡ଼, କେନ୍ଦ୍ରାପଡ଼ା, କୋରାପୁଟ ଓ ସୋନପୁର ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ ସୁସ୍ଥ ହୋଇଥିଲେ। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?