ରାଜ୍ୟରେ ଚିହ୍ନଟ ହେଲେ ୧୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୮୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୭ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୩ ହଜାର ୬୪୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧, ବଲାଙ୍ଗୀରରୁ ୧, କଟକରୁ ୧୨, ଦେବଗଡ଼ରୁ ୯, ଢେଙ୍କାନାଳରୁ ୩, ଗଞ୍ଜାମ ୩, ଜଗତ୍‌ସିଂହପୁରରୁ ୪, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୩, ନୟାଗଡ଼ରୁ ୧, ନୂଆପଡାରୁ ୩, ପୁରୀରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୪ ଓ ସୁନ୍ଦରଗଡ଼ରୁ ୮ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୧୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri