Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଲାଗି ଦିଲ୍ଲୀରେ ୧୦ ହଜାର ଯବାନ ମୁତୟନ

ନୂଆଦିଲ୍ଲୀ,୩୦।୫: ସଜେଇ ହୋଇଛି ରାଜଧାନୀ ଦିଲ୍ଲୀ, ମଞ୍ଚ ପ୍ରସ୍ତୁତ, ଅତିଥି ମଧ୍ୟ ପହଞ୍ଚି ସାରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟାରେ ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ଦାମୋଦାର ଦାସ ମୋଦି। ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଏହି ଉତ୍ସବର ଆୟୋଜନ କରାଯାଇଛି। ଏହି ଉତ୍ସବରେ ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ବରିଷ୍ଠ ନେତା, ବିରୋଧୀ, ଖେଳ ଜଗତର ନାମୀଦାମୀ ବ୍ୟକ୍ତି, ଉଦ୍ୟୋଗପତି ଆଦି ଯୋଗଦେବେ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି। ଏଥିପାଇଁ ଦିଲ୍ଲୀର ବିଭିନ୍ନ ସ୍ଥାନରେ ପ୍ରାୟ ୧୦ ହଜାର ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି।


All Right Reserved By Dharitri.Com

ସୋନିଆଙ୍କ ସହ ଫୋନରେ କଥା ହେଲେ ଉଦ୍ଧବ

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଚାଲିଥିବା ରାଜନୀତି ଡ୍ରାମା ସୋମବାର ସନ୍ଧ୍ୟାରେ ଶେଷ ହୋଇପାରେ। ଶିବସେନାକୁ ସମର୍ଥନ କରିବାକୁ ଯାଇ ଏନ୍‌ସିପି ନିଜର ମତ...

ଘରକୁ ଫେରିଲେ ନୁସରତ

କୋଲକାତା,୧୯।୧୧: ଅଭିନେତ୍ରୀ ତଥା ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ନୁସରତ ଜହାଁ ସୋମବାର ସନ୍ଧ୍ୟାରେ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଛନ୍ତି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ...

ଅସହିଷ୍ଣୁତା ଏବଂ ଭିଡ଼ହିଂସା ସମାଜ ଓ ରାଜନୀତି ପାଇଁ ଘାତକ ସାଜିଛି: ମନମୋହନ ସିଂ

ନୂଆଦିଲ୍ଲୀ,୨୦।୮: ଦେଶରେ ସମ୍ପ୍ରତି ଅସହିଷ୍ଣୁତା, ସାମ୍ପ୍ରଦାୟିକ ଭେଦଭାବ ଏବଂ ଭିଡ଼ହିଂସା ଭଳି ଘଟଣା ବଢ଼ିଚାଲିଛି। ଏହା ସମାଜ ଓ ରାଜନୀତି ଉଭୟ ପାଇଁ ଘାତକ ସାଜିଛି।...

ଓମ୍‌ ବିର୍ଲା ହେଲେ ୧୭ ତମ ଲୋକ ସଭା ବାଚସ୍ପତି: ସମସ୍ତ ଦଳ କଲେ ସମର୍ଥନ

ନୂଆଦିଲ୍ଲୀ,୧୯।୬: ରାଜସ୍ଥାନ କୋଟା ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା ଓମ୍‌ ବିର୍ଲା ୧୭ତମ ଲୋକ ସଭାର ବାଚସ୍ପତି ହୋଇଛନ୍ତି। ବୁଧବାର ବାଚସ୍ପତି ଭାବେ ତାଙ୍କ...

କେରଳରେ ପ୍ରଥମ ନିପା ଭାଇରସ୍‌ ରୋଗୀ ଚିହ୍ନଟ

କୋଚି,୪।୬: କେରଳରେ ପୁଣି ଥରେ ପାଦ ଦେଇଛି ନିପା ଭାଇରସ୍‌। କେରଳ ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଏହି ସୂଚନା ଦେଇଛନ୍ତି। ୨୩ ବର୍ଷୀୟ ଜଣେ ଛାତ୍ର...

ପିଆଜ ପରେ ଏବେ ଟମାଟୋ ପାଳି: କିଲୋ ୬୦ ଟପିଲା

ନୂଆଦିଲ୍ଲୀ,୨୯।୯: ପାର୍ବଣ ଋତୁ ଆସିବା ପୂର୍ବରୁ ପନିପରିବା ଦର ଆକାଶଛୁଆଁ ହୋଇଛି। ରାଜଧାନୀ ଦିଲ୍ଲୀ ଏବଂ ଏହାର ଆଖପାଖ ସହରରେ ପିଆଜ କିଲୋ ପିଛା ୮୦...

ଆନ୍ଧ୍ରପ୍ରଦେଶରୁ ଉଚ୍ଛେଦ ହେବ ବିଧାନ ପରିଷଦ

ଅମରାବତୀ,୨୮ା୧(ପି.ଟି.): ଆନ୍ଧ୍ରପ୍ରଦେଶରୁ ବିଧାନ ପରିଷଦ ଉଚ୍ଛେଦ ହେବାକୁ ଯାଉଛି। ଏ ନେଇ ରାଜ୍ୟ କ୍ୟାବିନେଟରେ ସୋମବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଅନୁରୂପ ପ୍ରସ୍ତାବ ବିଧାନସଭାରେ...

ସଙ୍କଟରେ ଟେଲିକମ୍‌ ବଜାର

ନୂଆଦିଲ୍ଲୀ,୨୬ା୧୨: ସମୟ ଥିଲା ଦିନେ ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଟେଲିକମ୍‌ ବଜାର ଭାବେ ପରିଗଣିତ ହେଉଥିଲା। ଏବେ ଦେଶର ଟେଲିକମ୍‌ ଶିଳ୍ପ ସଙ୍କଟଜନକ ସ୍ଥିତି...

Leave a comment

Your email address will not be published. Required fields are marked *