ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟାଟା ଏସି

ପାଟଣା,୩୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଜଣଙ୍କ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଟାଟା ଏସି ଭୁବନେଶ୍ୱରରୁ ମୟୁରଭଞ୍ଜ ଜିଲାର ଜଶିପୁର ବଜାରକୁ ୱାସିଙ୍ଗ ମେସିନ ନେଇଯାଇଥିଲା। ତେବେ ଜଶିପୁରରୁ ଫେରୁଥିବା ବେଳେ ବୁଧବାର ବିଳମ୍ବିତ ରାତିରେ ସ୍ବାମ ବଡ଼ନାଲ ପୋଲ ନିକଟରେ ଗାଡିଟି ଭାରସାମ୍ୟ ହରାଇ ତଳକୁ ଖସିପଡ଼ିଥିଲା।


All Right Reserved By Dharitri.Com

୩ ବର୍ଷରେ ଓଏସ୍‌ଏଫ୍‌ଡିସି ଏସ୍‌ସି,ଏସ୍‌ଟି ଯୁବତୀଯୁବକଙ୍କୁ ୨୧୪୧.୪୬ ଲକ୍ଷ ଟଙ୍କା ସବ୍‌ସିଡି ଦେଇଛି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ତଥା ଅନ୍ୟ ଜିଲାରେ ବାସ କରୁଥିବା ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଯୁବତୀଯୁବକ ଏବଂ ସ୍ବୟଂସହାୟକ ଗୋଷ୍ଠୀମାନଙ୍କୁ ଆତ୍ମନିଯୁକ୍ତି ପାଇଁ...

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବିକଲା ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହହଜନକ ମୃତ୍ୟୁ ପ୍ରସଙ୍ଗକୁ ନେଇ ପ୍ରଦେଶ କଂଗ୍ରେସ କମିଟି...

ହାରାକୁଦର ୧୬ଟି ଗେଟ୍‌ ଖୋଲିଲା

ସମ୍ବଲପୁର, ୧୫।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍‌ ଗୁରୁବାର ଖୋଲାଯାଇଛି। ୨ଟା ସୁଦ୍ଧା ୧୬ଟି ଗେଟ ଦେଇ ୨ ଲକ୍ଷ ୫୦ ହଜାର କ୍ୟୁସେକ ବନ୍ୟା...

ବକେୟା ଟଙ୍କା ମାଗିବାରୁ ଆକ୍ରମଣ: ୯ ଜଣଙ୍କ ନଁ।ରେ ଥାନାରେ ମାମଲା

ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ...

ବିଷାକ୍ତ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

କୃଷ୍ଣପ୍ରସାଦ,୪ା୭(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ନନ୍ଦଳା ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ଘଟିଛି। ମହିଳାଙ୍କ ନାମ ଅମ୍ବି ନାୟକ(୬୨) ।...

ଆଜି ବିଶ୍ୱ ପରିବେଶ ଦିବସ: ଥୁଣ୍ଟା ରାଜଧାନୀ, ଛାଇ ସ୍ବପ୍ନ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁର୍ଦ୍ଦାର ପରି ପଡ଼ି ରହିଛି କଟା ଗଣ୍ଡି। ଚାରିଆଡେ ଦେଖିବାକୁ ମିଳୁଛି ଭଙ୍ଗା ଗଛ। ଆକାଶକୁ ଚାହିଁ ରହିଛି ବଞ୍ଚତ୍ୟାଇଥିବା ଗଛର ଖେଣ୍ଟା ଡାଳ।...

କ୍ୟାବିନେଟ୍‌ରୁ ଶଶିଭୂଷଣ, ବଦ୍ରି, ଉଷା, ପ୍ରଫୁଲ୍ଲ ସାମଲ ବାଦ୍‌

ଭୁବନେଶ୍ୱର,୨୯।୫(ବ୍ୟୁରୋ): ବିଜେଡି ବିଧାୟକ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ୧୧ କ୍ୟାବିନେଟ୍‌...

ବାଗଡିଆ-ବୁଢାଢିପ ରାସ୍ତା ମରଣଯନ୍ତା

ଛେଣ୍ଡିପଦା,୧୦।୯ (ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ବାଗଡିଆ ଜଗନ୍ନାଥ ମନ୍ଦିରଠାରୁ ବୁଢାଢିପ ଗ୍ରାମକୁ ଯାଇଥିବା ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *