ସକାଳୁ ପଇଡ ପାଣି ପିଇଲେ ମିଳିବ ଏହିସବୁ ଫାଇଦା

ପଇଡ ପାଣି ଶରୀର ପାଇଁ ଲାଭଦାୟକ ହୋଇଥାଏ। ସକାଳେ ଖାଲି ପେଟରେ ପଇଡ ପାଣି ପିଇବା ଫଳପ୍ରଦ ହୋଇଥାଏ। ଏଥିରେ ଥିବା ପୋଷକ ତତ୍ତ୍ୱ ଶରୀରରେ ରୋଗ ପ୍ରତିରୋକ ଶକ୍ତି ବଢିବା ସହ ଓଜନ କମ ହୋଇଥାଏ। ଯଦି ଆପଣ ବ୍ୟାୟାମ କରୁଛନ୍ତି, ତେବେ ବ୍ୟାୟାମ କରିବା ପୂର୍ବରୁ ପଇଡ ପାଣି ପିଅନ୍ତୁ। ଏହା ଶରୀର ପାଇଁ ଲାଭଦାୟକ ହୋଇଥାଏ। ଥାଇରଏଡ ହର୍ମୋନକୁ ସନ୍ତୁଳିତ କରିବାରେ ପଇଡ ପାଣି ବହୁତ ଉପକାରୀ ହୋଇଥାଏ। ସକାଳେ ପଇଡ ପାଣି ପିଇବା ଦ୍ବାରା ଥାଇରଏଡ ହର୍ମୋନ ସନ୍ତୁଳିତ ହୋଇଥାଏ। କିଡନୀକୁ ସୁସ୍ଥ ରଖିବା ପାଇଁ ପଇଡ ପାଣି ଉତ୍ତମ ଅଟେ। କିଡନୀରେ ଷ୍ଟୋନ ହେବାକୁ ମଧ୍ୟ ଦେଇ ନ ଥାଏ। ଯଦି ଆପଣ ଓଜନ କମ କରିବାକୁ ଚାହୁଁଛନ୍ତି ତେବେ ପଇଡ ପାଣି ପିଅନ୍ତୁ। ଏଥିରେ କମ ପରିମାଣରେ କ୍ୟାଲୋରୀ ରହିଛି। ପଇଡ ପାଣି ପିଇବା ଦ୍ବାରା ଭୋକ କମ ହୋଇଥାଏ। ଏହା ଶରୀରର ଓଜନକୁ କମ କରିଥାଏ।


All Right Reserved By Dharitri.Com

ପେଁକାଳିର ସରିତା

‘ମୋ ପେଁକାଳି ବଜେଇ ଦେ’ ନାଟକ ଦେଖିଥିବା ଦର୍ଶକ ଖୁବଶୀଘ୍ର ମନେ ପକେଇ ପାରିବେ ସରିତା ଚରିତ୍ରଟିକୁ। ମିତାର ଭାଉଜ। ମିତାର ବଡ଼ଭାଇ ଚିନ୍ମୟ ଜଗଦ୍ଦେବର...

ଗରମ ଚା’ ପିଉଛନ୍ତି କି? ଏପରି କରିବା ଦ୍ୱାରା ବୃଦ୍ଧିପାଏ ଖାଦ୍ୟନଳୀ କ୍ୟାନ୍‌ସର ଆଶଙ୍କା

ଭାରତରେ ଚା’ପ୍ରେମୀଙ୍କ ସଂଖ୍ୟା ଅଧିକ। ତେଣୁ ଏହାର ସ୍ବାଦ ପ୍ରାୟ ସମସ୍ତଙ୍କୁ ଜଣା କହିଲେ ଭୁଲ ହେବ ନାହିଁ। ଅନେକେ ଏହାକୁ ଗରମରେ ପିଇବାକୁ ପସନ୍ଦ...

ଗୁଜୁରାତିରେ ରହିଛି ଅନେକ ଔଷଧୀୟ ଗୁଣ

ଗୁଜୁରାତି ଖାଲି ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ। ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ଜାଣନ୍ତୁ  ଏ ସମ୍ପର୍କରେ… – ଗୁଜୁରାତି ଖାଇବା...

ବିବାହ ଭୋଜିରେ ଯୋଗ ଦେଉଥିଲେ ଏସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ବିବାହ ବା ଅନ୍ୟ କୌଣସି ଭୋଜିରେ ଖାଇବାକୁ ଥିଲେ ଅନେକ ଲୋକ ଆଗ୍ରହ ସହକାରେ ଅଧିକ ଖାଇବା ଦେଖାଯାଇଥାଏ। ହେଲେ ଏହା ଆଦୌ ଠିକ୍‌ ନୁହେଁ।...

ଅସନ୍ତୁଳିତ ଜୀବନଶୈଳୀ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଏକ ସୁବ୍ୟବସ୍ଥିତ ଜୀବନଶୈଳୀ ଅନୁସରଣ କରିବା ପ୍ରାୟ କଷ୍ଟକର। କାରଣ ନିଜ କାର୍ଯ୍ୟକୁ ନେଇ ଅନେକେ ଏତେ ବ୍ୟସ୍ତ ଯେ ସେମାନେ...

ସ୍ବାସ୍ଥ୍ୟ ଉପକାରୀ ଜିରା

ଜିରା ଖାଲି ଏକ ମସଲାଜାତୀୟ ସାମଗ୍ରୀ ନୁହେଁ, ଏଥିରେ ଅନେକ ଔଷଧୀୟ ଗୁଣ ଭରି ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଗବେଷଣା କରି କହିଛନ୍ତି। ଜିରାରେ...

ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…

ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି...

ରାତିରେ ଏସବୁ ଖାଦ୍ୟ ଖାଇଲେ ବଢ଼ିଯାଏ ଓଜନ

ଆଜିକାଲି ଓଜନ ବଢ଼ିବା ସମସ୍ୟା ନେଇ ପ୍ରାୟ ସମସ୍ତେ ଚିନ୍ତିତ। ଏମିତି କିଛି ଖାଦ୍ୟ ରହିଛି ଯାହାକୁ ରାତିରେ ଶୋଇବା ପୂର୍ବରୁ ଖାଇଲେ ଓଜନ ବଢ଼ିବାର...

Leave a comment

Your email address will not be published. Required fields are marked *