Posted inଜାତୀୟ

ମୋଦି ପୁଣି ହେବେ ପ୍ରଧାନମନ୍ତ୍ରୀ: ଖୁସିରେ ମାଗଣାରେ ବୁଟ୍‌ ପଲିସ୍‌ କଲେ ଲଣ୍ଡ୍ରି ମାଲିକ

ଇନ୍ଦୋର,୩୦।୫: ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦେଶର ଶାସନ ଡୋର ଧରୁଥିବାରୁ ମଧ୍ୟପ୍ରଦେଶ ଇନ୍ଦୋରର ରେଡିଶନ ଛକରେ ଜଣେ ଲଣ୍ଡ୍ରି ମାଲିକ ମାଗଣାରେ ବୁଟ୍‌ ପଲିସ୍‌ କରିଛନ୍ତି। ଖବର ପ୍ରଚାରିତ ହେବା ପରେ ଶହ ଶହ ସଂଖ୍ୟାରେ ଲୋକ ଏଠାରେ ପହଞ୍ଚିଥିଲେ। ଶ୍ୟାମା ଲଣ୍ଡ୍ରି ଶୁଜ୍‌ ପକ୍ଷରୁ ଏହା ଆୟୋଜନ କରାଯାଇଥିଲା। ଖୁସିରେ ଏପରି କରାଯାଇଥିବା ଲଣ୍ଡ୍ରି ମାଲିକ ମୁକେଶ ହରିୟାଲେ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଭାଜପା କର୍ମୀ ସଞ୍ଜୟ କଟାରିଆ ମଧ୍ୟ ଯୋଗଦେଇଥିଲେ। ସେ ନିଜେ ଲୋକଙ୍କ ବୁଟ୍‌ ପଲିସ୍‌ କରୁଥିବା ଦେଖିବାକୁ ମିଳିଥିଲା।


All Right Reserved By

ଚିନ୍ତାରେ କାଳିଘାଟ ପୋଷ୍ଟ ଅଫିସ: ପହଞ୍ଚୁଛି ‘ଜୟ ଶ୍ରୀରାମ’ ଲେଖାଥିବା ହଜାର ହଜାର ପୋଷ୍ଟକାର୍ଡ

କୋଲକାତା,୭।୬: ପଶ୍ଚିମବଙ୍ଗରେ ତ୍ରୁଣ ମୂଳ କଂଗ୍ରେସ ଓ ଭାଜପା ମଧ୍ୟରେ ତୁତୁ ମେମେ ଲାଗି ରହିଛି। ଏବେ ଏହା ଏମିତି ସ୍ଥିତିରେ ପହଞ୍ଚିଛି ଯେ କିଛି...

ପ୍ରଚାର ସମୟରେ ଖାଦ୍ୟ ପରଷିବାରୁ ଅଡ଼ୁଆରେ ପଡ଼ିଗଲେ ପ୍ରିୟଙ୍କା

ଓ୍ବାୟନାଡ଼,୨୨।୪: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ନିଜ ଭାଇ ତଥା କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନୂଆ ନିର୍ବାଚନମଣ୍ଡଳୀ କେରଳ ଓ୍ବାୟନାଡରେ ପହଞ୍ଚିଥିଲେ।...

ରାହୁଲଙ୍କ ନାଗରିକତାଙ୍କୁ ନେଇ ନୋଟିସ୍‌ ଜାରି କଲା ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩୦।୪: ଭାଜପାର ବରଷ୍ଠ ନେତା ତଥା ରାଜ୍ୟ ସଭା ଏମ୍‌ପି ଡ. ସୁବ୍ରମଣ୍ୟମ୍‌ ସ୍ବାମୀ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଗରିକତାକୁ ନେଇ ଅଭିଯୋଗ ଆଣିଥିଲେ।...

ବିଭିନ୍ନ ରାଜ୍ୟରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ,୨୬ା୫ : ଦେଶର କେତେକ ରାଜ୍ୟରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ପ୍ରଥମେ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହି ଭୂକମ୍ପର...

ଭାଜପା ପାର୍‌ କଲା ୩ଶହ ମାଇଲ୍‌ ଖୁଣ୍ଟ: ୩୨୯ ଆସନରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଭାଜପା ୩ଶହ ମାଇଲ୍‌ ଖୁଣ୍ଟ ଅତିକ୍ରମ କରିଛି। ସକାଳ ସାଢ଼େ ୧୦ଟା ସୁଦ୍ଧା ୫୪୨ ଲୋକ ସଭା ଆସନ ମଧ୍ୟରୁ ଗଣତି ହୋଇଥିବା ୫୩୭...

ପିତାଙ୍କ ଆଶୀର୍ବାଦ ଭିକ୍ଷା କରି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଲେ ଜଗନ ମୋହନ

ଅମରାବତୀ,୮।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ଶନିବାର ସକାଳେ ଅମରାବତୀଠାରେ ଥିବା ସଚିବାୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଛନ୍ତି। ପ୍ରଥମେ...

ଜୁଲାଇ ୫ରେ ବଜେଟ୍‌: ୨ ସପ୍ତାହ ପୂର୍ବରୁ ହାଲୁଓ୍ବା ରନ୍ଧା

ନୂଆଦିଲ୍ଲୀ,୨୨।୬: ଜୁଲାଇ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦରେ ବଜେଟ ଆଗତ କରିବେ। ଏହାର ୨ ସପ୍ତାହ ପୂର୍ବରୁ ଶନିବାର ପାରମ୍ପରିକ ହାଲୁଓ୍ବା ରନ୍ଧା...

ଥମୁନି ପଶ୍ଚିମବଙ୍ଗ ହିଂସା: ଉତ୍ତର ୨୪ ପ୍ରଗଣାରେ ୨ ମୃତ

କୋଲକାତା,୧୧।୬: ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲା କାକିନାରାରେ ବୋମା ବିସ୍ଫାରଣରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନ୍ୟ ୪ ଆହତ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *