Posted inଜାତୀୟ

ମୋଦିଙ୍କ ପାଇଁ ୬ ଶହ ଫୁଟର ଗ୍ରୀଟିଙ୍ଗସ୍‌ କାର୍ଡ ତିଆରି କଲେ ଛାତ୍ରୀଛାତ୍ର

ଫିରୋଜାବାଦ,୩୦।୫: ନରେନ୍ଦ୍ର ମୋଦି ପୁଣି ଥରେ ଦେଶର ପ୍ରଧାନମନ୍ତ୍ରୀ ହେଉଥିବାରୁ ମଧ୍ୟପ୍ରଦେଶ ଫିରେଜାବାଦର କେତେକ ଛାତ୍ରୀଛାତ୍ର ୬ ଶହ ଫୁଟର ଏକ ବିଶାଳକାୟ ଗ୍ରୀଟିଙ୍ଗସ୍‌ କାର୍ଡ ତିଆରି କରିଛନ୍ତି। ସ୍ଥାନୀୟ ଇଣ୍ଡିଆନ୍‌ କ୍ୟାରିଅର କମ୍ପ୍ୟୁଟର ଏଜୁକେସନ୍‌ର ଛାତ୍ରୀଛାତ୍ର ଏଭଳି ନିଆରା ଢ଼ଙ୍ଗରେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗତ ୫ ଦିନ ଧରି ଦିନକୁ ୩ ଘଣ୍ଟା ଗ୍ରୀଟିଙ୍ଗସ୍‌ କାର୍ଡ ତିଆରିରେ ଛାତ୍ରୀଛାତ୍ରମାନେ ଲାଗି ରହିଥିଲେ। ଏହି ବିଶାଳକାୟ ଗ୍ରୀଟିଙ୍ଗସ୍‌ କାର୍ଡ ଏବେ ବିଭିନ୍ନ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


All Right Reserved By Dharitri.Com

ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନୂଆ କାର୍‌ରେ ନିଜ ଝିଅର ଅଳତା ପାଦ ଚିହ୍ନ ଲଗାଇଲେ ନାଗେଶ

ମୁମ୍ବାଇ,୯।୧: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଏବେ ଏକ ଟିକ୍‌ଟକ୍‌ ଭିଡିଓ ମାଧ୍ୟମରେ ଆସିଛନ୍ତି ଚର୍ଚ୍ଚାକୁ। ସେ ତାଙ୍କର ଏକ ନୂଆ କାର୍‌ କିଣିବା ପରେ ଲକ୍ଷ୍ମୀଙ୍କ...

ଖସି ପଡିଲା ଯୁଦ୍ଧ ବିମାନ ତେଜସ୍‌ର ଫୁଏଲ୍‌ ଟ୍ୟାଙ୍କ

ଚେନ୍ନାଇ,୨।୭: ତାମିଲନାଡୁର ସୁଲୁର ଏୟାର୍‌ ବେସ୍‌ ନିକଟରେ ମଙ୍ଗଳବାର ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଏଲ୍‌ସିଏ ତେଜସର ଫୁଏଲ୍‌ ଟ୍ୟାଙ୍କ ଖସିପଡିଥିବା ସୂଚନା ମିଳିଛି। ଏହା...

‘ସ୍ବତଃ ମିଳିବନି ଭାରତୀୟ ନାଗରିକତ୍ୱ’

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ ଶରଣ ନେଇଥିବା ହିନ୍ଦୁ, ବୌଦ୍ଧ, ଶିଖ୍‌, ପାର୍ସୀ, ଜୈନ ଓ ଖ୍ରୀଷ୍ଟିଆନମାନଙ୍କୁ...

ଭାଜପା ୯୨ ଆସନରେ ଆଗୁଆ; କଂଗ୍ରେସ ୪୧ ଆସନରେ ଆଗରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଭାଜପା ୯୨ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୪୧ରେ...

ଜିରୋରେ ପାଭିଲିୟନ୍‌ ଫେରିଲା ଶିବସେନା: ମିଳିଲାନି ମୁଖ୍ୟମନ୍ତ୍ରୀ ପଦ; ହେଲାନି ୫୦-୫୦

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଐତିହାସିକ ମୋଡ଼ ଆସିଛି। ଏଭଳି ଘଟଣା ଅପ୍ରତ୍ୟାଶିତ ବୋଲି କୁହାଯାଉଛି। ସରକାର ଗଠନ ପାଇଁ ଶିବସେନା-ଏନ୍‌ସିପି ଏବଂ କଂଗ୍ରେସ ମଧ୍ୟରେ ଆଲୋଚନା...

ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ: ରକ୍ତଦାନ କରିବା ତାଙ୍କର ନିଶା

ନୂଆଦିଲ୍ଲୀ,୧।୭: ରକ୍ତଦାନ ହେଉଛି ମହତ୍‌ ଦାନ। ଏନେଇ ଦେଶରେ ସଚେତନତା ଜାରି ରହିଛି। ତେବେ ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ ଦୀର୍ଘ ବର୍ଷ ଧରି ରକ୍ତଦାନ...

ପ୍ରବଳ ବର୍ଷା: ବନ୍ୟା ଜଳରେ ଭାସିଗଲା ଗାଡ଼ି

ମୁମ୍ବାଇ,୨୬।୯: ମହାରାଷ୍ଟ୍ର ପୁଣେରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। କେତେକ ଅଞ୍ଚଳରେ ଘର ଭିତରେ ଛାତିଏ ପାଣି ଠିଆ ହୋଇ ରହିଛି।...

ଜେଜେପି ସର୍ତ୍ତର ଉତ୍ତର ରଖିଲେ ହୁଡ୍ଡା

ନୂଆଦିଲ୍ଲୀ,୨୫।୧୦: ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତ ଚୌତାଲା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇ ହରିୟାଣାରେ ସରକାର ଗଠନକୁ ନେଇ କିଛି ମତ...

Leave a comment

Your email address will not be published. Required fields are marked *