Posted inUncategorized

ଧର୍ମେନ୍ଦ୍ରଙ୍କ ମୁଣ୍ଡରେ ପୁଣି ସୁନା କଳସ: ପିଏମ୍‌ଓରୁ ଆସିଲା ଫୋନ୍‌ କଲ୍‌

ନୂଆଦିଲ୍ଲୀ,୩୦।୫: ଧର୍ମେନ୍ଦ୍ର ପ୍ରଧାନଙ୍କ ମୁଣ୍ଡରେ ପୁଣି ସୁନା କଳସ ଢ଼ଳା ହୋଇଛି। ସେ ପୁଣିଥରେ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ)ରୁ ତାଙ୍କ ପାଖକୁ ଶପଥ ଗ୍ରହଣ କରିବା ପାଇଁ ଫୋନ୍‌ କଲା ଆସିଛି। ଏନେଇ ଧର୍ମେନ୍ଦ୍ରଙ୍କ ସମର୍ଥକଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଛି। ବେଶ୍‌ ଉତ୍ସାହରେ ସେମାନେ ଉତ୍ସବର ଆୟୋଜନ କରୁଥିବା କୁହାଯାଉଛି। ସୂଚନାଯୋଗ୍ୟ, ପୂର୍ବରୁ ମୋଦିଙ୍କ କ୍ୟାବିନେଟ୍‌ରେ ଧର୍ମେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ।


All Right Reserved By Dharitri.Com

Posted inUncategorized View All

ଖେଳାଳିଙ୍କ ପାଇଁ ପାଣି ନେଇ ପଡିଆରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ସିଡନୀ,୨୫।୧୦:ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍‌ ଖେଳ ଭାବନାର ଏକ ଅନନ୍ୟ ଉଦାହରଣ ସଷ୍ଟି କରିଛନ୍ତି। ଖେଳାଳିଙ୍କ ପାଇଁ ପଡିଆକୁ ପାଣି ନେଇ ଯାଇଥିଲେ ପ୍ରଧାନମନ୍ତ୍ରୀ। ଯାହାର...

କୋରାପୁଟ ଜିଲାରେ ୬୪୭.୪ ମିମି ବର୍ଷା ରେକର୍ଡ: କୋଟପାଡ ବ୍ଲକରେ ସର୍ବାଧିକ ୧୩୫ ମିମି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲାରେ ମଙ୍ଗଳବାର ୬୪୭.୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସେଥିମଧ୍ୟରୁ ଜିଲାର କୋଟପାଡ଼ ବ୍ଲକରେ...

ପାପୁଆ ନ୍ୟୁ ଗିନିରେ ଭୂକମ୍ପ

କାନ୍‌ବେରା,୧୫ା୫(ଏପି): ମଙ୍ଗଳବାର ସନ୍ଧ୍ୟାରେ ପାପୁଆ ନ୍ୟୁ ଗିନିରେ ଶକ୍ତିଶାଳୀ ଭୂକମ୍ପ ସୃଷ୍ଟି ହେବା ଫଳରେ ସୁନାମି ସତର୍କତା ଜାରି କରାଯାଇଛି। ଆମେରିକାର ଜିଓଲୋଜିକାଲ ସର୍ଭେ (ୟୁଏସ୍‌ଜିଏସ୍‌)ର...

ରିଜର୍ଭ ବ୍ୟାଙ୍କ ମୁଦ୍ରାନୀତି କମିଟି ବୈଠକ ଆରମ୍ଭ: ୬ରେ ସୁଧହାର ଘୋଷଣା

ମୁମ୍ବାଇ,୪-୬: ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଠାରୁ ୩ ଦିନିଆ ଦ୍ୱିମାସିକ ମୁଦ୍ରାନୀତି କମିଟି(ଏମ୍‌ପିସି) ବୈଠକ ଆରମ୍ଭ ହୋଇଛି। ଆସନ୍ତା ୬ରେ...

ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିିସ ଘେରାଉ କରାଯାଇଛି। ସ୍ଥାନୀୟ ଗୋପାଳଜୀଉ ମନ୍ଦିରରୁ...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଘର ଭଡା ପାଇଁ ଆସିବ ନୂଆ ଆଇନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ଚାଲିଛିି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ...

Leave a comment

Your email address will not be published. Required fields are marked *