ବୋରିସ ଜନସନଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୧୩।୧୨: ବ୍ରିଟେନରେ ୧୯୨୩ ପରେ ପ୍ରଥମଥର ଲାଗି ଡିସେମ୍ବରରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଆଉ ଏହି ନିର୍ବାଚନରେ କଞ୍ଜରଭେଟିଭ ପାର୍ଟି ବହୁମତରେ ନିର୍ବାଚନ ଜିତିଥିବା ସୂଚନା ମିଳିଛି। ଏହାପରେ ବୋରିସ ଜନସନ ପ୍ରଧାନମନ୍ତ୍ରୀ ହେବା ନିଶ୍ଚିତ ହୋଇଯାଇଛି। ଏହା ଜଣାପଡିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଟୁଇଟ୍‌ କରି ମୋଦି କହିଛନ୍ତି ଅଭିନନ୍ଦନ ଜଣାଇବା ସହ ଏବେ ଭାରତ ବ୍ରିଟେନ ମିଶି ଆଗକୁ ବଢିବାକୁ ଆଶା ରଖିଛି। ସୂଚନାଯୋଗ୍ୟ, ୫ ବର୍ଷ ମଧ୍ୟରେ ଏହା ତୃତୀୟ ନିର୍ବାଚନ। ଏହା ପୂର୍ବରୁ ୨୦୧୫ ଓ ୨୦୧୭ରେ ଏଠାରେ ନିର୍ବାଚନ ହୋଇଥିଲା।


All Right Reserved By Dharitri.Com

ଜାପାନରେ ଭୂକମ୍ପ

ଟୋକିଓ,୩୦।୭: ଜାପାନରେ ଭୂକମ୍ପ ଅନୁଭୁତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୭ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର ଦକ୍ଷିଣ-ପୂର୍ବ...

କଶ୍ମୀର ସମସ୍ୟା ନେଇ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିପାରେ ପାକିସ୍ତାନ: ଆମେରିକା

ଓ୍ବାଶିଂଟନ,୨।୧୦: କଶ୍ମୀର ସମସ୍ୟା ନେଇ ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ ଏହା ଯୋଗୁ ପାକିସ୍ତାନ ଭାରତ ଉପରେ ଆତଙ୍କବାଦୀ...

ଇମ୍ରାନଙ୍କୁ ଉବେର୍‌ ଡ୍ରାଇଭର୍‌ କହିଲେ ପାକିସ୍ତାନ ମହିଳା ଏମ୍‌ପି

ଇସଲାମାବାଦ୍‌,୨୬।୮:ପାକିସ୍ତାନର ଆର୍ଥିକ ସ୍ଥିତି ଦିନକୁ ଦିନ ଦେବାଳିଆ ହେବାରେ ଲାଗିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ନିଜ ଦେଶରେ ଗାଳି ପଡୁଛି। କିଛିଦିନ ତଳେ ମହିଳା...

ସ୍ବଦେଶକୁ ଅଧିକ ଟଙ୍କା ପଠାନ୍ତି ଏନ୍‌ଆର୍‌ଆଇ: ୨୦୧୮ରେ ଆସିଛି ୫ ଶହ ୫୧କୋଟି ହଜାର

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬।୬: ସ୍ବଦେଶକୁ ବିଦେଶରୁ ଟଙ୍କା ପଠାଇବାରେ ଏନଆର୍‌ଆଇମାନେ ପୃଥିବୀରେ ପୁଣି ଏକ ନମ୍ବର ସ୍ଥାନରେ ରହିଛନ୍ତି। ୨୦୧୮ରେ ସେମାନେ ଭାରତକୁ ୫ ଶହ ୫୧ କୋଟି...

ପାକିସ୍ତାନରେ ଦାହ ସଂସ୍କାର ହେଲା ମହଙ୍ଗା!

ଇସ୍‌ଲାମାବାଦ,୩।୨: ପାକିସ୍ତାନରେ ଥିବା ହିନ୍ଦୁଙ୍କର ଦାହ ସଂସ୍କାର କରିବା ଏବେ ମହଙ୍ଗା ହୋଇଛି। ଶୁଣିବାକୁ ମିଳିଛି କି ଏବେ ଏଠାରେ ଅଧିକାଂଶ ହିନ୍ଦୁ ମୃତଦେହ ଦାହ...

ଜଙ୍ଗଲରେ ନିଆଁ: ସାଇକେଲ ଆରୋହୀଙ୍କୁ ଅଟକାଇ ପାଣି ପିଇଲା କୋଆଲା; ଭିଡ଼ିଓ ଭାଇରାଲ

ଏଡ଼ିଲେଡ୍‌,୨୯।୧୨: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିବାର ନା ଧରୁନି। ବହୁ ବନ୍ୟପ୍ରାଣୀଙ୍କ ଏହାଦ୍ୱାରା ମୃତ୍ୟୁ ଘଟିଥିବା କୁହାଯାଉଛି। ସମ୍ପ୍ରତି ସୋସିଆଲ୍‌ ମିଡ଼ିଆରେ ଜଙ୍ଗଲ ନିଆଁ...

୨୩ରେ ଅଣଏନ୍‌ଡିଏ ଦଳ ବୈଠକ

ନୂଆଦିଲ୍ଲୀ,୧୭।୫:ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆସନ୍ତା ୨୩ରେ ଅଣଏନ୍‌ଡିଏ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ କରିବେ। ଏଥିଲାଗି ଧର୍ମନିରପେକ୍ଷ ଦଳଗୁଡ଼ିକୁ ସେ ନିମନ୍ତ୍ରଣ କରଛନ୍ତି।...

ଜାପାନରେ ଘୂର୍ଣ୍ଣିଝଡ଼ ପରେ ଆସିଲା ଭୂକମ୍ପ: ୭୦ ଲକ୍ଷ ଲୋକ ସ୍ଥାନାନ୍ତର

ଟୋକିଓ,୧୩।୧୦: ଜାପାନରେ ଆସିଥିବା ଘୂର୍ଣ୍ଣିଝଡ଼ରେ ଏପର୍ଯ୍ୟନ୍ତ ପ୍ରାୟ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ରୁ ଊର୍ଦ୍ଧ୍ୱ ନିଖୋଜ ଥିବା ସରକାରୀ ଭାବେ ଘୋଷଣା କରାଯାଇଛି।...

Leave a comment

Your email address will not be published. Required fields are marked *