ଆଜି ରାଜ୍ୟରୁ ୧୪୩ କରୋନା ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୪ଜଣ ଚିହ୍ନଟ ହୋଇଥିବା ବେଳେ ୫୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ପୁରୀରୁ ସର୍ବାଧିକ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୭ ଏବଂ ସମ୍ବଲପୁରରୁ ୧୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୩, ବାଲେଶ୍ୱର ୮, ବରଗଡ଼ ୧୨, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୬, ଗଜପତି ୧, ଦେବଗଡ଼ ୧, ଗଞ୍ଜାମ ୪, ଜଗତସିଂହପୁର ୪, ଯାଜପୁର ୫, ଝାରସୁଗୁଡ଼ା ୫, କଳାହାଣ୍ଡି ୨, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୨, କୋରାପୁଟ ୯, ଖୋର୍ଦ୍ଧା ୯, ମୟୂରଭଞ୍ଜ ୨, ନୂଆପଡ଼ା ୪ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୮୬୬ରେ ପହଞ୍ଚିଥିବା ବେଳେ ୩,୩୦,୩୨୧ ଜଣ ସୁସ୍ଥ ହୋଇଛନ୍ତି। ୧୫୮୯ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...

ବନ୍ଦ କରିଦେଲେ ପ୍ରେସ୍‌ ବିଜ୍ଞପ୍ତି

ଭୁବନେଶ୍ବର,୧।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ଏବେ ଯେଉଁ ସ୍ଥିତିରେ ପହଞ୍ଚିଛି ତାହାର ବାସ୍ତବ ଚିତ୍ର କେହି ଦେଖିପାରୁନାହାନ୍ତି। ୨୦୧୭...

ଏଣିକି ମ୍ୟାଲେରିଆ ପୂର୍ବାନୁମାନ କରିବ ପାଣିପାଗ ବିଭାଗ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ)- ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ...

ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, କନଷ୍ଟେବଳ ଗିରଫ

ଭୁବନେଶ୍ୱର,୫-୨(ବ୍ୟୁରୋ):ବିବାହ ଆଳରେ ଯୁବତୀଙ୍କୁ ବଳାତ୍କାର କରି ସିଆର୍‌ପିଏଫ୍‌ରେ କାର୍ଯ୍ୟରତ ଜଣେ ଯବାନ ସୋମବାର ଗିରଫ ହୋଇଥିଲେ। ମଙ୍ଗଳବାର ଆଉ ଏକ ଘଟଣା ପଦାକୁ ଆସିଛି। ପୋଲିସ...

ମାଲକାନଗିରିରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ...

ପୁଣି କରୋନାରେ ଆଖିବୁଜିଲେ ୧୪ ଆକ୍ରାନ୍ତ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୧୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ଉପନିର୍ବାଚନ ପାଇଁ ସରିଲା ପ୍ରଚାର: ୩ରେ ମତଦାନ

ଭୁବନେଶ୍ୱର,୧।୧୧(ବ୍ୟୁରୋ)-ରାଜ୍ୟର ୨ ବିଧାନସଭା ନିର୍ବାଚନ ମଣ୍ଡଳୀ ବାଲେଶ୍ୱର ଓ ତିର୍ତ୍ତୋଲରେ ଉପନିର୍ବାଚନ ପାଇଁ ସରିଛି ପ୍ରଚାର। ୩ ତାରିଖରେ ଅନୁଷ୍ଠିତ ହେବ ଭୋଟ ଗ୍ରହଣ। ଯଦି...

ଓଡ଼ିଶା ଜର୍ନାଲିଜମ୍‌ ଆଓ୍ବାର୍ଡ-୨୦୧୯: ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ପାଇକରାୟ ସମ୍ମାନିତ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ବିଶ୍ୱର ବଡ଼ ବଡ଼ ଦେଶ ମଧ୍ୟରେ ଭାରତର ସ୍ବାତନ୍ତ୍ର୍ୟ ରହିଛି। ଆମ ଦେଶରେ ସୁପ୍ରିମ୍‌କୋର୍ଟ ପରି ନ୍ୟାୟାଳୟ ଥିବାବେଳେ ଗଣମାଧ୍ୟମ ପରି ଜାଗ୍ରତ ପ୍ରହରୀ...

Advertisement
Archives

Model This Week