ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮ଜଣ ପିଲା ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୮୬ ଥିବା ବେଳେ ଲୋକାଲ କେସ ୫୭ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୮ ଥିବା ବେଳେ ଅନୁଗୋଳରୁ ୮, ବାଲେଶ୍ୱରରୁ ୧୧, ବରଗଡ଼ରୁ ୧, ଭଦ୍ରକରୁ ୨, ବଲାଙ୍ଗୀରରୁ ୧, ବୌଦ୍ଧରରୁ ୩, କଟକରୁ ୮, ଗଜପତିରୁ ୨୦, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୧୦, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୩, କୋରାପୁଟରୁ ୬, ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨, ପୁରୀରୁ ୨, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୧, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୯ ଏବଂ ଷ୍ଟେଟ ପୁଲ୍‌ରୁ ୨ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୪ା୧୨- ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି...

ରାମଚଣ୍ଡୀ ମନ୍ଦିର ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୯ା୭: କେନ୍ଦ୍ରାପଡ଼ା ଜିଲାର ଅନ୍ୟତମ ଶକ୍ତିପୀଠ ମହାକାଳପଡ଼ା ବ୍ଲକ ରାମନଗରସ୍ଥ ରାମଚଣ୍ଡୀ ମନ୍ଦିର ପରିସର ରାଜ୍ୟ ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚତ୍ତ ହୋଇଛି।...

୨୪୧ ପିଜି ଡାକ୍ତରଙ୍କୁ କୋଭିଡ୍‌ ଦାୟିତ୍ୱ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ପରିଚାଳନା ପାଇଁ ୩୦ ଜିଲାରେ ୨୪୧ ପିଜି ଡାକ୍ତରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ...

ପାତାଳି ଶ୍ରୀକ୍ଷେତ୍ରରେ ବାହୁଡା ଯାତ୍ରା

ଉଲୁଣ୍ଡା, ୧୨ା୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଶୁକ୍ରବାର ସମ୍ପନ୍ନ ହୋଇଛି। ସକାଳ ୫ଟାରେ ଦ୍ୱାର...

ମଶା ଦାଉରେ କଲବଲ ରାଜଧାନୀବାସୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ): ମଶା ଦାଉରେ କଲବଲ ରାଜଧାନୀବାସୀ। ରାତି ହେଉ କି ଦିନ ଘରେ, ବାହାରେ ସାଲୁବାଲୁ ହେଉଛନ୍ତି ମଶା। ବସ୍ତିରୁ ଆପାର୍ଟମେଣ୍ଟ, ସ୍କୁଲରୁ...

ଏମ୍‌ପି ଅନୁଭବ-ମନୋଜିତ କଳି: ଏସ୍‌ଡିଜେଏମ୍‌ କୋର୍ଟରେ ବୟାନ ରେକର୍ଡ

କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍‌ଡିଜେଏମ୍‌ କୋର୍ଟରେ ଏକ କମ୍ପ୍ଲେନ କେସ୍‌ ଦାଏର କରିଥିଲେ।...

ପାଣି କାଦୁଅ ଯୋଗୁ ଜମୁନି ବେପାର

ବଅଁରପାଳ,୧୭ା୬(ଡି.ଏନ.ଏ.) କରୋନା କଟକଣା ଯୋଗୁ ବଅଁରପାଳ ସାପ୍ତାହିକ ହାଟକୁ ଦୁଇଭାଗ କରିଦିଆଯାଇଛି। ଗୋଟିଏ ହାଟ ପୁରୁଣା ସ୍ଥାନରେ ବସୁଥିବା ବେଳେ ଅନ୍ୟଟି ବଅଁରପାଳ ହାଇସ୍କୁଲ ପଡିଆରେ...

ଅଗଷ୍ଟ ୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ତେବେ ଅଗଷ୍ଟ ୫ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ...

Advertisement
Archives

Model This Week