କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି।
କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର ଥିବାବେଳେ ଏସଆଇଆର ପରେ ବର୍ତ୍ତମାନ ୧୩ ହଜାର ୪୩୬ ଜଣ ମତଦାତା ରହିଛନ୍ତି। କେସିଙ୍ଗା ର୧୨ଟି ୱାର୍ଡରୁ ଏସଆଇଆର ପରେ ୧୪୩୨ ଜଣ ମତଦାତାଙ୍କ ନାମ କାଟି ଯାଇଛି। ସେଥିମଧ୍ୟରୁ ୫୧୭ଜଣଙ୍କ ମୃତ୍ୟୁ ଘଟିଥିବାବେଳେ କେତେକ ମତଦାତା ଅନ୍ୟ ରାଜ୍ୟକୁ ସ୍ଥାନାନ୍ତରିତ ହୋଇଛନ୍ତି। କିଛି ମତଦାତାଙ୍କ ନାମ ଦୁଇଥର ଲେଖାଏ ଲିଷ୍ଟ ରହିଛି ବୋଲି ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧୂକାରୀ ଚିନ୍ମୟ ଆଚାର୍ଯ୍ୟ ପ୍ରକାଶ କରିଛନ୍ତି। କୌଣସି କାରଣବଶତଃ ତାଲିକା ଭୁକ୍ତ ହୋଇ ନ ଥିବା ବା ଯୋଗ୍ୟ ମତଦାତା ଫର୍ମ ନଂ ୬ ଦାଖଲ କରି ନିଜ ନାମ ଯୋଡ଼ି ପାରିବେ, ଏଥିପାଇଁ ଚଳିତ ମାସ ଜୁଲାଇ ୫ ରୁ ଅଗଷ୍ଟ ୪ ପର୍ଯ୍ୟନ୍ତ ଆପତ୍ତି ଅଭିଯୋ ଯୋଗ କରିପାରିବେ ଏବଂ ଅଭିଯୋଗ ଗୁଡ଼ିକୁ ଆଗାମୀ ସେ ସେପ୍ଟେମ୍ବର ମାସ ୨ ତାରିଖ ସୁଦ୍ଧା ଆପତ୍ତି ଅଭିଯୋଗର ସମାଧାନ କରି ସେପ୍ଟେମ୍ବର ୬ ତାରିଖରେ ଚୂଡ଼ାନ୍ତ ଭୋଟର ଲିଷ୍ଟ ପାଇବ ବୋଲି ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜି୍ୟକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?