ଅଗଷ୍ଟ ଆରମ୍ଭରୁ ଡରାଇଲାଣି କରୋନା: ଆଜି ୨୯ ଜିଲାରୁ ଚିହ୍ନଟ ହେଲେ ୧୪୩୪ ଆକ୍ରାନ୍ତ; ମୋଟ ସଂଖ୍ୟା ୩୪ ହଜାର ଟପିଲା

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୮୮୯ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୫୪୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ରହିଥିବା ବେଳେ ଖୋର୍ଦ୍ଧାରୁ ୨୧୮, କଟକରୁ ୧୨୩, ରାୟଗଡ଼ାରୁ ୧୯୭, ଅନୁଗୋଳରୁ ୯, ବାଲେଶ୍ୱର ୧୨, ବରଗଡ଼ରୁ ୫, ଭଦ୍ରକରୁ ୨୫, ବୌଦ୍ଧରୁ ୫, ଦେବଗଡ଼ରୁ ୨, ଢ଼େଙ୍କାନାଳରୁ ୧୩, ଗଜପତିରୁ ୯୧, ଜଗତସିଂହପୁରରୁ ୧୩, ଯାଜପୁରରୁ ୫୭, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୧୮, କନ୍ଧମାଳରୁ ୪୪, କେନ୍ଦ୍ରାପଡ଼ାରୁ ୨୨, କେନ୍ଦୁଝରରୁ ୨, କୋରାପୁଟରୁ ୧୨, ମାଲକାନଗିରିରୁ ୨୪, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୮, ନୂଆପଡ଼ାରୁ ୭, ପୁରୀରୁ ୬୫, ସମ୍ପଲପୁରରୁ ୫୧, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୭୬ଜଣ ରହିଛନ୍ତି। ୩୪,୯୧୩ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୨୧,୨୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩,୪୦୪ ଆକ୍ଟିଭ୍‌ କେସ୍‌ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri