ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ-ପୁରୀ

ଭୁବନେଶ୍ୱର,୧।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୬୦୫ ଲୋକାଲ କେସ୍‌। ୧୪୩୭ ଟି ନୂଆ କେସ ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୬ ହଜାର ୮୨୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୫ ହଜାର ୮୫୮ ଜଣ ଚିକିତ୍ସାଧୀନ ଅଛନ୍ତି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୦୯ ଜଣ ଥିବା ବେଳେ କଟକରୁ ୧୯୦, ପୁରୀରୁ ୧୪୬, ଅନୁଗୋଳରୁ ୪୭, ବାଲେଶ୍ୱରରୁ ୬୪, ବରଗ ୮, ଭଦ୍ରକରୁ ୪୭, ବଲାଙ୍ଗିରରୁ ୪, ବୌଦ୍ଧରୁ ୨, ଦେବଗଡ଼ରୁ ୮, ଢେଙ୍କାନାଳରୁ ୨୧, ଗଜପତିରୁ ୩, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୮୬, ଯାଜପୁରରୁ ୬୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୪୧, କେନ୍ଦୁଝରରୁ ୧୯, କୋରାପୁଟରୁ ୫, ମାଲକାନଗିରିରୁ ୭, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୬, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୬, ସୋନପୁରରୁ ୧୩ ଓ ସୁନ୍ଦରଗଡ଼ରୁ ୨୯ ଜଣ ଅଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୮୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri