ସିଂହନାଥ ପୀଠରେ ୧୪୪ ଧାରା ଜାରି

ବଡ଼ମ୍ବା,୧୫ା୧(ଡି.ଏନ୍‌.ଏ.): ମକରମେଳା ଅବସରରେ କଟକ ଜିଲା ବଡ଼ମ୍ବାର ସିଂହନାଥ ପୀଠ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା। ଫଳରେ ଦଳାଚକଟାରେ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ଅନେକ ଆହତ ହୋଇଥିଲେ। ଏହି ଘଟଣା ପରଠାରୁ ସିଂହନାଥ ପୀଠରେ ୧୪୪ ଧାରା ଜାରି ହୋଇଛି। ରବିବାର ଓ ସୋମବାର ମନ୍ଦିରକୁ ନ ଆସିବା ପାଇଁ ଶ୍ରଦ୍ଧାଳୁଙ୍କୁ କୁହାଯାଇଛି। ସେହିପରି ମକର ମେଳାରେ ପଡ଼ିଥିବା ଦୋକାନଗୁଡ଼ିକୁ ଉଠାଇ ନେବା ପାଇଁ ଦୋକାନୀମାନଙ୍କୁ କୁହାଯାଇଛି।

ସୂଚନାଯୋଗ୍ୟ, ସିଂହନାଥ ପୀଠକୁ ଯିବା ପାଇଁ ଥିବା ଟି-ବ୍ରିଜ୍‌ରେ ମକରମେଳା ଉପଲକ୍ଷେ ଗତକାଲି ଘଟିଥିବା ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସମସ୍ତଙ୍କର ଡାକ୍ତରଖାନାରେ ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri