ଇସଲାମାବାଦରେ ୧୪୪ ଧାରା ଜାରି

ଇସଲାମାବାଦ,୩ ।୪: ରବିବାର ପାକିସ୍ତାନ ଭବିଷ୍ୟତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ପାକିସ୍ତାନ ସଂସଦରେ ଦେଶର ବଜିର-ଏ-ଆଜମ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ହେବ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଦଳ ନିଜ ଷ୍ଟାଣ୍ଡରେ ପରିବର୍ତ୍ତନ କରି ରବିବାର ଭୋଟିଂରେ ଭାଗନେବାକୁ ଘୋଷଣା କରିଦେଇଛି । ଇମ୍ରାନଙ୍କ ଘୋଷଣା ପରେ କେବଳ ସଂସଦ ନୁହେଁ ସଂସଦ ବାହାରେ ବି ସୁରକ୍ଷା ବ୍ୟବସ୍ଥା କଡା କରାଯାଇଛି ।
ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୧୪୪ ଧାରା ଜାରି କରାଯାଇଛି । ଯାହା ଆସନ୍ତା ୨ ମାସ ପର୍ଯ୍ୟନ୍ତ ଅର୍ଥାତ୍ ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ଲାଗୁ କରାଯିବ । ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ଦିନ ଅର୍ଥାତ୍ ୩ ଏପ୍ରିଲରେ ମେଟ୍ରୋ ବସ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ସଂସଦ ସମେତ ପ୍ରମୁଖ ବିଲଡିଂ ଥିବା ଅଞ୍ଚଳକୁ ରେଡ ଜୋନ ଘୋଷଣା କରି ଘେରାବନ୍ଦି କରି ରଖାଯାଇଛି । ସେହି ବାଟରେ ଯାଇଥିବା ରାସ୍ତାରେ କଣ୍ଟେନର ରଖିଦିଆଯାଇଛି । ସାଧାରଣ ଜନତାଙ୍କ ପାଇଁ ଏସବୁ ରାସ୍ତାକୁ ବନ୍ଦ କରି ଦିଅ।।ଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?