ଜବରଦଖଲ ଉଚ୍ଛେଦ

 

ଦଶପଲ୍ଲା,୧୫ା୧୨(ଡି.ଏନ୍‌.ଏ.): ଦଶପଲ୍ଲା ରାଜଲକ୍ଷ୍ମୀ କଲୋନୀରେ ବହୁ ସରକାରୀ ଜାଗା ଜବରଦଖଲରେ ରହିଥିଲା। ଶନିବାର ଦଶପଲ୍ଲା ତହସିଲଦାର ପ୍ରମୋଦ କୁମାର ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜବରଦଖଲ ଉଚ୍ଛେଦ ହୋଇଥିଲା। ପରେ ଉକ୍ତ ଜାଗା ତହସିଲ ଅଧୀନକୁ ଆସିଥିବା ଜଣାଯାଇଛି। ଘଟଣାସ୍ଥଳରେ ପୋଲିସ ଏସ୍‌ଡିପିଓ ନିରଞ୍ଜନ ପାଢ଼ୀ, ଦଶପଲ୍ଲା ଥାନା ଆଇଆଇସି ବିଶ୍ୱଜିତ ରାଉତରାୟ, ନୂଆଗଁା ଥାନା ଅଧିକାରୀ ମନୋରମା ମଲିକ, ବାଣିଗୋଚ୍ଛା ଥାନା ଆଇଆଇସି ପୂର୍ଣ୍ଣଚନ୍ଦ୍ର ପଟ୍ଟନାୟକଙ୍କ ସମେତ ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ।


All Right Reserved By Dharitri.Com

ପୋଲସରାରେ ନିଆଁରେ ପୋଡ଼ି ୩ ଶିଶୁ ମୃତ୍ୟୁ ଘଟଣା: ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ ଘୋଷଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ପୋଡ଼ି ଯାଇ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇ ଚିକିତ୍ସାଧୀନ...

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଅଟୋରେ ହୁଣ୍ଡି: ଶହୀଦ ଦିବସରେ ଅଟୋ ଡ୍ରାଇଭର ଟ୍ରଷ୍ଟର ଭିନ୍ନ ପ୍ରୟାସ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ପୁଲଓ୍ବାମା ଶହୀଦଙ୍କ ସ୍ମୃତିରେ ଫେବୃୟାରୀ ୧୪ତାରିଖକୁ ଶହୀଦ ଦିବସ ଭାବେ ପାଳନ କରାଯାଉଛି। ଶୁକ୍ରବାର ଏହି ଦିବସ ପାଳନ ଅବସରରେ ଭାରତ ମହାସଂଘ...

ଶ୍ରୀକ୍ଷେତ୍ରରେ ୬ହଜାର ହବିଷିଆଳିଙ୍କ ସମାଗମ

ପୁରୀ ଅଫିସ, ୧୫ା୧୦: ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ଏହି ପୂଣ୍ୟ ମାସରେ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ପୁରୀରେ ରହି କାର୍ତ୍ତିକ...

ପରିବାର ନିୟୋଜନ ଅସ୍ତ୍ରୋପଚାରରେ ତ୍ରୁଟି: ମୂତ୍ରନଳୀ କାଟିଦେଲେ ଡାକ୍ତର

ନୟାଗଡ଼ ଅଫିସ,୧୭।୭-ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର ସମୟରେ ଡାକ୍ତର ମୂତ୍ରନଳୀ କାଟି ଦେଇଛନ୍ତି। ଏହା ଡାକ୍ତର ନିଜେ...

ଛଣମେରୀ ଆଦର୍ଶ ବିଦ୍ୟାଳୟ ବାସି ଖାଦ୍ୟଖାଇ ୮ ଛାତ୍ରୀ ଅସୁସ୍ଥ

ଦିଗପହଣ୍ଡି/ପାଟପୁର,୩୦ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ୮ ଛାତ୍ରୀ ଖାଦ୍ୟ ଖାଇବା ପରେ ଗୁରୁବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ।...

ମର୍ଦ୍ଦରାଜପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର:୧୫ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରୁନି

ଖଣ୍ଡପଡ଼ା,୨୨ା୫(ସ୍ବ.ପ୍ର.)- ଅଞ୍ଚଳବାସୀଙ୍କ ଦୀର୍ଘବର୍ଷର ଦାବି ପରେ ଖଣ୍ଡପଡ଼ା ବ୍ଲକ ମର୍ଦ୍ଦରାଜପୁରଠାରେ ଏକ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବାର...

ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରଥମ ରାଉଣ୍ଡରେ ୧୭୦୬ ଭୋଟରେ ଆଗୁଆ ଥିବା ଜଣାପଡିଛି l ପ୍ରଥମ ରାଉଣ୍ଡରେ ବିଜେଡି ୪୩୪୨ ଭୋଟ...

ରାସ୍ତା ମଝିରେ ବିଦ୍ୟୁତ୍‌ ଖୁଣ୍ଟ

ନାଉଗାଁ, ୨୯।୨ (ସ୍ବ.ପ୍ର.): ଜନସାଧାରଣଙ୍କୁ ସହଜ ଓ ସୁବିଧାରେ ବିଦ୍ୟୁତ୍‌ ସେବା ଯୋଗାଇଦେବା ସକାଶେ ନାଉଗାଁ ବ୍ଲକରେ ସେସୁ ଓ ଏନ୍‌ଜେନ୍‌ କମ୍ପାନୀ ଦାୟିତ୍ୱ ନେଇଛନ୍ତି।...

Leave a comment

Your email address will not be published. Required fields are marked *