କରୋନାରୁ ସୁସ୍ଥ ହେଲେ ଆଉ ୧୪୪୮, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୨,୯୧,୧୩୭କୁ ବୃଦ୍ଧି ପାଇଛି। ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୬୧ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri