କରୋନାରୁ ସୁସ୍ଥ ହେଲେ ଆଉ ୧୪୪୮, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୨,୯୧,୧୩୭କୁ ବୃଦ୍ଧି ପାଇଛି। ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୬୧ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ୫୬% ଗ୍ରାମାଞ୍ଚଳରେ ପାନୀୟ ଜଳ ବ୍ୟବସ୍ଥା ନାହିଁ: ଭାଜପା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ୨୨ବର୍ଷ ଶାସନ କ୍ଷମତାରେ ରହି ମଧ୍ୟ ଜଳ ସଂରକ୍ଷଣ ବ୍ୟବସ୍ଥାରେ ଫେଲ୍‌ ହୋଇଥିବା ରାଜ୍ୟ ସରକାର ରାଜ୍ୟରେ ସାମାନ୍ୟ କେନାଲଟିଏ ମଧ୍ୟ ନିର୍ମାଣ କରିବାରେ...

ବିଧାୟକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୩ା୨(ବ୍ୟୁରୋ)- ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପତ୍ନୀ ନୀଳିମା ପ୍ରଧାନଙ୍କ ରବିବାର ପରଲୋକ ହୋଇଛି। କିଛିଦିନ ତଳେ କାନରେ ସେ ଯନ୍ତ୍ରଣା ଅନୁଭବ...

‘କ୍ଷୀର ଏମ୍‌ଏସ୍‌ପି ଲିଟର ପିଛା ୩୫ ଟଙ୍କା କରାଯାଉ’

ଭୁବନେଶ୍ୱର, ୨।୩(ବ୍ୟୁରୋ): କ୍ଷୀରର ସର୍ବନିମ୍ନ କ୍ରୟ ମୂଲ୍ୟ ସ୍ଥିର କରାଯାଇ ନ ଥିବାରୁ ଚାଷୀମାନେ ବିଭିନ୍ନ ଦୁଗ୍ଧ କମ୍ପାନୀ ଦ୍ବାରା ଶୋଷିତ ହେଉଛନ୍ତି। ତେଣୁ କ୍ଷୀରର...

ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ରେକର୍ଡ: ବଢ଼ୁଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ଆହୁରି ଅଧିକ ବଢ଼ିବା ସହ ତାପମାତ୍ରା ହ୍ରାସ ପାଇଛି। ସକାଳ ୮ଟା ସୁଦ୍ଧା ପାରଦ...

ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ବ୍ରଜରାଜନଗର,୨୩।୫: ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ରହିଛନ୍ତି। କିଶୋର ୧୦୬୬୩ ଭୋଟ ପାଇଥିବାବେଳେ...

ଦିଲ୍ଲୀ ଗସ୍ତରେ କଂଗ୍ରେସ ନେତା

ଭୁବନେଶ୍ବର,୮।୫(ବ୍ୟୁରୋ): ଦଳୀୟ ହାଇକମାଣ୍ଡଙ୍କ ଡାକରାରେ ଦିଲ୍ଲୀ ଗସ୍ତ କଲେ କଂଗ୍ରେସ ନେତା। ରବିବାର ଶରତ ପଟ୍ଟନାୟକ, ବିଧାୟକ ମହମ୍ମଦ ମୋକିମ, ସୁରେଶ ରାଉତରାୟ, ସନ୍ତୋଷ ସିଂହ...

ମଦଭାଟିରୁ ଟଙ୍କା ନେଉଥିଲେ ଅବକାରୀ ଅଧୀକ୍ଷକ

ଦେବଗଡ଼,୨୯ା୯(ଡି.ଏନ୍‌.ଏ.): ମଦଭାଟି ମାଲିକଙ୍କଠାରୁ ଦେଢଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଦେବଗଡ଼ ଅବକାରୀ ଅଧୀକ୍ଷକ ଅଜିତ କୁମାର ମହାପାତ୍ର ଓ ବାରକୋଟ ଅବକାରୀ...

ଭୁବନେଶ୍ୱରରେ ଲାଗିବ ଆଉ ୧ହଜାର ଲାଇଟ୍‌

ଭୁବନେଶ୍ୱର,୮।୫(ବ୍ୟୁରୋ): ଭୁବନେଶ୍ୱରରେ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାକୁ ବିଏମ୍‌ସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରୁଛି। ସହରକୁ ଆଲୋକୀକରଣ କରିବା ପାଇଁ ମୋଟ ୭୬ହଜାର ୨୬୭ଟି...

Advertisement
Archives

Model This Week