ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ପିଲା ଅଛନ୍ତି। ସେହିପରି ୮୪ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୧ଜଣ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୫ ଥିବା ବେଳେ ଅନୁଗୋଳରୁ ୫, ବାଲେଶ୍ୱରରୁ ୧୨, ଭଦ୍ରକରୁ ୧, ବଲାଙ୍ଗୀରରୁ ୨, ବୌଦ୍ଧରରୁ ୪, କଟକରୁ ୪, ଦେବଗଡ଼ରୁ ୧, ଗଜପତିରୁ ୧୬, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୩, କୋରାପୁଟରୁ ୨, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୪, ନୂଆପଡ଼ାରୁ ୨, ସମ୍ବଲପୁରରୁ ୧୭, ସୁନ୍ଦରଗଡ଼ରୁ ୧୬ ଏବଂ ଷ୍ଟେଟ ପୁଲ୍‌ରୁ ୬ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri