ରାଜ୍ୟରେ ଆଉ ୧୪୫ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ ଆଉ ୧୪୫ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲ୍‌ଏସ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ୨୪୯ଟି ସାମ୍ପଲର ଜିନମ୍‌ ସିକ୍ୟୁଏନ୍ସିଂରୁ ୧୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାନୁୟାରୀ ୯ରୁ ୧୬ ମଧ୍ୟରେ ୨୪୯ ସାମ୍ପଲ ପଠାଯାଇଥିଲା। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭କୁ ବୃଦ୍ଧି ପାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ପଞ୍ଝାରେ ଆଇଟିଡିଏ ସହକାରୀ ନିର୍ଦ୍ଦେଶକ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଭାରତ ଏକ ଗୋତ୍ର

ଭାରତରେ ନାମ ପରିବର୍ତ୍ତନ କିଛି ଦଶନ୍ଧି ପୂର୍ବେ ଆରମ୍ଭ ହୋଇଥିଲା। ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଆଦି ନାମ ଚଳିତ ଶତାବ୍ଦୀର ଟିକେ ପୂର୍ବରୁ ବା ପରେ…

ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର

ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ…

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ବ୍ୟାଙ୍କକ୍‌ରେ ଭୟଙ୍କର ଅଗ୍ନିକାଣ୍ଡ: ୧୮ ମହିଳାଙ୍କ ସମେତ ଜଳିଗଲେ ୨୭

ବ୍ୟାଙ୍କକ୍‌,୧୩ା୭: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ର ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଅତି କମ୍‌ରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ୧୮ ମହିଳାଙ୍କ ସମେତ ୨୭ଜଣ ଜିଅନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri