ରାଜ୍ୟରେ ଆଉ ୧୪୫ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ ଆଉ ୧୪୫ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲ୍‌ଏସ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ୨୪୯ଟି ସାମ୍ପଲର ଜିନମ୍‌ ସିକ୍ୟୁଏନ୍ସିଂରୁ ୧୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାନୁୟାରୀ ୯ରୁ ୧୬ ମଧ୍ୟରେ ୨୪୯ ସାମ୍ପଲ ପଠାଯାଇଥିଲା। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭କୁ ବୃଦ୍ଧି ପାଇଛି।

 

 

Share