Posted inଜାତୀୟ

୮ ଦିନ ପୋଲିସ ରିମାଣ୍ଡରେ ରହିବେ ବଲିଉଡ୍‌ ଅଭିନେତ୍ରୀ ପାୟଲ

ନୂଆଦିଲ୍ଲୀ,୧୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବା ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଗିରଫ କରାଯାଇ କୋର୍ଟରେ ସୋମବାର ହାଜର କରାଯାଇଥିଲା। ତାଙ୍କୁ ୮ ଦିନ ପୋଲିସ ରିମାଣ୍ଡରେ ରଖାଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରାଜସ୍ଥାନର ବୁନ୍ଦିର ସଦର ଥାନାରେ ଏନେଇ ଏକ ମାମଲା ଦାଏର ହୋଇଥିଲା। ମୋତିଲାଲ ନେହେରୁଙ୍କ ଉପରେ ଏକ ଭିଡ଼ିଓ ପ୍ରସ୍ତୁତ କରୁଥିବାବେଳେ ପାୟଲ ବିବାଦୀୟ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା। କଂଗ୍ରେସ ନେତା ଚର୍ମେଶ ଶର୍ମା ଏନେଇ ଏକ ମାମଲା ଦାଏର କରିଥଲେ। ପାୟଲଙ୍କୁ ଅହମ୍ମଦାବାଦରୁ ଗିରଫ କରି ବୁନ୍ଦି କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କ ଜାମିନ ଆବେଦନ ନାମଞ୍ଜୁର କରିବା ସହିତ ପୋଲିସ ରିମାଣ୍ଡରେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।


All Right Reserved By Dharitri.Com

ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୭ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ରୋକିବାରେ ବିଫଳ ହୋଇଥିବା ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟ ବୁଧବାର ଭର୍ତ୍ସନା କରିଛନ୍ତି। ଏହି ହିଂସାରେ ୨୪ ଜଣଙ୍କ...

ମହାମାରୀ ବର୍ଷକୁ ନେଉଛି ୭.୨୦ ଲକ୍ଷ ଜୀବନ: ବିଶ୍ୱକୁ କ୍ଷତି ୩୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୭।୩: ଚିକିତ୍ସା ବିଜ୍ଞାନର ଦ୍ରୁତ ଅଗ୍ରଗତି ସତ୍ତ୍ୱେ କରୋନା ଭଳି ରୋଗ ମହାମାରୀ ରୂପ ନେଇଥିବା ଦେଖାଯାଇଛି। ଏଭଳି ବିଭିନ୍ନ ମହାମାରୀ ଯୋଗୁ ବିଶ୍ୱ ଅର୍ଥବ୍ୟବସ୍ଥା...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ଯବାନ ଶହୀଦ

ପୁଞ୍ଚ,୧୦।୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖା ନିକଟରେ ଶୁକ୍ରବାର ପାକିସ୍ତାନ ବହୁ ପରିମାଣରେ ଗୁଳିଗୋଳା ବର୍ଷଣ କରିଥିଲା। ପୁଞ୍ଚ ଜିଲାର ଗୁଲପୁର ସେକ୍ଟରରେ ହୋଇଥିବା ମୋର୍ଟାର ମାଡରେ...

ଅପରେଶନ୍‌ ‘ମା’: ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକଙ୍କ ଘର ବାହୁଡ଼ା

ଶ୍ରୀନଗର,୩।୧୧: ଜମ୍ମୁ-କଶ୍ମୀରରେ ଆରମ୍ଭ ହୋଇଥିବା ‘ମା’ ଅପରେଶନ୍‌ ଅନ୍ତର୍ଗତ ଇତିମଧ୍ୟରେ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକ ଘର ବାହୁଡ଼ିଛନ୍ତି। ଲ୍ୟୁଟନାଟ୍‌ ଜେନେରାଲ କନଓ୍ବଲ୍‌ଜିତ୍‌...

ରାମବିଳାଶ ପାଶ୍ୱାନ୍‌ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୭।୧୦: କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ମନ୍ତ୍ରୀ ରାମବିଳାଶ ପାଶ୍ୱାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି। ନିଃଶ୍ୱାସ ନେବାରେ କଷ୍ଟ...

ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇଛନ୍ତି। ସରକାର ଦେଶର ସମସ୍ତ...

କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ହେବାକୁ ସୋନିଆ ମନାକଲେ

ନୂଆଦିଲ୍ଲୀ,୧୨।୭:ଲୋକ ସଭା ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ କେତେଜଣ ବରିଷ୍ଠ ନେତା...

‘୩୭୦ ଉଚ୍ଛେଦ ଜାତୀୟ ପ୍ରସଙ୍ଗ’

ଚେନ୍ନାଇ,୧୨ା୮(ଆଇଏଏନ୍‌ଏସ୍‌) : ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏକ ରାଜନୈତିକ ପ୍ରସଙ୍ଗ ନୁହେଁ ବରଂ ଜାତୀୟ ପ୍ରସଙ୍ଗ ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ଏହା...

Leave a comment

Your email address will not be published. Required fields are marked *