Posted inଖେଳ

ନୂଆ ରୂପ ନେବ ରାଉରକେଲା

ଭୁବନେଶ୍ୱର,୧୬।୧୨- ହକି ବିଶ୍ୱକପ୍‌  ପୁଣି ଥରେ ଓଡ଼ିଶାରେ ଅନୁଷ୍ଠିତ ହେବ। ଭୁବନେଶ୍ୱର ସହ ରାଉରକେଲାରେ କେତେକ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯିବ। ଏଥିନେଇ ନୂଆ ରୂପରେ ସଜେଇ ହେବାକୁ ଯାଉଛି ରାଉରକେଲା ସିଟି। ରାଜ୍ୟ ସରକାର ୬୩୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି। ଆଗାମୀ ୪ ବର୍ଷ ମଧ୍ୟରେ ଏହି ଅର୍ଥ ସହରର ବିମାନ ବନ୍ଦର, ରାସ୍ତା, ବସ ଟର୍ମିନାଲ, ମ୍ୟୁଜିୟମ, ପାର୍କ୍ସ, ଆଧୁନିକ କାର ପାର୍କିଂ ସହ ବର୍ତ୍ତମାନ ସହରରେ ଥିବା ଷ୍ଟାଡିୟମର ଉନ୍ନତି କରଣ କରାଯିବା ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ସରକାରଙ୍କ ସ୍ମାର୍ଟ ସିଟି ଯୋଜନା ଅନୁଯାୟୀ ଓଡ଼ିଶା ସରକାର ଏହି ଉନ୍ନତି କରଣ କାର୍ଯ୍ୟ କରିବେ।


All Right Reserved By Dharitri.Com

Posted inଖେଳ View All

ବିସିସିଆଇକୁ ଚିଠି ଲେଖିବ ଓସିଏ: ବାରବାଟୀକୁ ଟେଷ୍ଟ ଭେନ୍ୟୁ ମାନ୍ୟତା ଉଦ୍ୟମ

କଟକ ଅଫିସ,୬ା୧୧-ବାରବାଟୀ ଷ୍ଟାଡିୟମରେ ଅନ୍ତର୍ଜାତୀୟ ଟେଷ୍ଟ ମ୍ୟାଚ୍‌ କରାଯିବାକୁ ଚେଷ୍ଟା କରାଯାଉଛି। ରାଜ୍ୟର ଏହି ଏକମାତ୍ର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମକୁ ଟେଷ୍ଟ ଭେନ୍ୟୁ ମାନ୍ୟତା ଫେରାଇ...

ଗେଲ, ମାଲିଙ୍ଗାଙ୍କୁ କେହି କିଣିଲେ ନାହିଁ

ଲଣ୍ଡନ,୨୧।୧୦- ଭିନ୍ନ କ୍ରିକେଟ ଲିଗ୍‌ ‘ଦ ହଣ୍ଡ୍ରେଡ୍‌’ ପାଇଁ ରବିବାର ଖେଳାଳି ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଫଗାନିସ୍ତାନ ଅଧିନାୟକ ରସିଦ ଖାଁଙ୍କୁ ପ୍ରଥମେ...

ଆଜି ଅଲଆଉଟ୍‌ ହୋଇପାରେ ବାଂଲାଦେଶ

କୋଲକାତା,୨୨।୧୧- ଐତିହାସିକ ଇଡେନ ଗାର୍ଡେନ୍‌ଠାରେ ଖେଳାଯାଉଥିବା ଦେଶର ପ୍ରଥମ ଦିବାରାତ୍ର ଟେଷ୍ଟର ପ୍ରଥମ ଦିନରେ ଭାରତୀୟ ପେସରଙ୍କ ଘାତକ ବୋଲିଂ ଯୋଗୁ ବାଂଲାଦେଶ ବ୍ୟାକ୍‌ଫୁଟ୍‌କୁ ଚାଲିଯାଇଛି।...

ଆନନ୍ଦଙ୍କ ପ୍ରଥମ ବିଜୟ

ଇନ୍ଧୋଭେନ୍‌ (ନେଦରଲାଣ୍ଡ୍ସ), ୧୮ା୧ (ପି.ଟି.)-୫ଥର ବିଶ୍ୱ ଚାମ୍ପିୟନ ବିଶ୍ୱନାଥନ ଆନନ୍ଦ ଟାଟା ଷ୍ଟିଲ୍‌ ମାଷ୍ଟର୍ସ ଚେସ୍‌ ଟୁର୍ନାମେଣ୍ଟରେ ତାଙ୍କର ପ୍ରଥମ ବିଜୟ ହାସଲ କରିଛନ୍ତି। ଶୁକ୍ରବାର...

ପୁଣି ବର ବେଶରେ ସଜେଇ ହେଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଓ୍ବେଷ୍ଟଇଣ୍ଡିଜ୍‌ ସିରିଜକୁ କ୍ଲିନ୍‌ସୁଇପ୍‌ କରିବା ପରେ ବିରାଟ ବାହିନୀ...

ପୁରୁଷ ଦଳକୁ ଅଲିମ୍ପିକ୍ସ ଟିକେଟ

ଭୁବନେଶ୍ୱର, ୨\୧୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ଓ ପୁରୁଷ ହକି ଦଳ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଆଗାମୀ ଅଲିମ୍ପିକ୍ସ ଟୋକିଓଠାରେ ୨୦୨୦...

ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହେଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି। ସଦ୍ୟ ପ୍ରକାଶିତ ଆଇସିସିର ସଦ୍ୟତମ ପ୍ରକାଶିତ...

ପୂର୍ବତନ ୟୁଫା ମୁଖ୍ୟଙ୍କୁ ପଚରାଉଚରା

ପ୍ୟାରିସ,୧୮।୬(ପିଟି)- ପୂର୍ବତନ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ ମୁଖ୍ୟ ମାଇକେଲ ପ୍ଲାଟିନିଙ୍କୁ ଫ୍ରାନ୍ସ ପୋଲିସ ଗିରଫ କରିବା ସହ କାତାରରେ ହେବାକୁ ଯାଉଥିବା ପରବର୍ତ୍ତୀ ଫିଫା ବିଶ୍ୱକପ୍‌...

Leave a comment

Your email address will not be published. Required fields are marked *