ମୁଶରଫ୍‌ଙ୍କୁ ଆଶ୍ୱସ୍ତି: ଦେଶଦ୍ରୋହ ମାମଲା ଉପରେ ରୋକ ଲଗାଇଲେ ଲାହୋର ହାଇକୋର୍ଟ

ଇସଲାମାବାଦ୍‌,୧୬।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁଶରଫ୍‌ଙ୍କୁ ଲାହୋର ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଦେଶଦ୍ରୋହ ମାମଲା ଉପରେ କୋର୍ଟ ରୋକ ଲଗାଇଛନ୍ତି। ଏନେଇ ସରକାରଙ୍କୁ କୋର୍ଟ ପକ୍ଷରୁ ସୋମବାର ନିର୍ଦ୍ଦେଶ ଜାରି ହୋଇଛି। ଏହି ମାମଲାର ବିଚାର କରିବା ସହିତ ମୁଶରଫ୍‌ଙ୍କ ଆବେଦନ ଉପରେ ଶୁଣାଣି କରି ୩ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି।


All Right Reserved By Dharitri.Com

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ହେଉଛନ୍ତି ଭାରତର ଜ୍ୱାଇଁ

ଲଣ୍ଡନ, ୨୪।୭: ବ୍ରିଟେନର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ସହ ଏକ ଖାସ୍‌ ସମ୍ପର୍କ ରହିଛି। ବୋରିସ୍‌ ଗତବର୍ଷ ଛାଡପତ୍ର ଦେଇଥିବା ସ୍ତ୍ରୀ ମ୍ୟାରିନା...

ହିମବାହ ତରଳାଇବ ଆମାଜନ ନିଆଁ

ରିଓ ଡି ଜେନିରୋ: ଚିରହରିତ୍‌ ଅରଣ୍ୟ ଆମାଜନରେ ଲାଗିଥିବା ନିଆଁ ଯୋଗୁ ହିମବାହ ତରଳିବା ବୃଦ୍ଧିପାଇବ ବୋଲି ଗବେଷକମାନେ ସତର୍କ କରାଇଦେଇଛନ୍ତି। ଦକ୍ଷିଣପଶ୍ଚିମ ଆମାଜନିଆ (ବ୍ରାଜିଲ,...

ଗ୍ଲୋବାଲ ଓ୍ବାର୍ମିଂର ପ୍ରଭାବ: ଅଣ୍ଟାର୍କଟିକାରେ ଧ୍ୱଂସ ହେବାରେ ଲାଗିଛି ପେଙ୍ଗୁଇନ୍‌ ଆଶ୍ରୟ ସ୍ଥଳ

ଓ୍ବାଶିଂଟନ,୨୭।୪: ଗ୍ଲୋବାଲ ଓ୍ବାର୍ମିଂର ପ୍ରଭାବରେ ଜଳଜୀବ ପ୍ରଜାତି ସମେତ ପେଙ୍ଗୁଇନ୍‌ ବଂଶ ଏବେ ବିଳୁପ୍ତି ଦ୍ୱାରା ଦେଶରେ ପହଞ୍ଚିଛି। ଇତିମଧ୍ୟରେ କେତେକ ପ୍ରଜାତିର ଜଳଜୀବ ଏବଂ...

ଜେଲରେ ରହିବେ ନୀରବ ମୋଦି: ଲଣ୍ଡନ କୋର୍ଟରୁ ମିଳିଲାନି ଜାମିନ

ଲଣ୍ଡନ, ୧୨।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଦୁର୍ନୀତି ମାମଲାରେ ପଳାତକ ଅଭିଯୁକ୍ତ ତଥା ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ପୁଣି ଝଟକା ଲାଗିଛି। ଲଣ୍ଡନର ରୟାଲ...

ଶ୍ରାଦ୍ଧ ବାଷିର୍କୀରେ ପ୍ରସ୍ତୁତ ହେଲା ମୃତଦେହ ଭଳି କେକ୍‌

ବିଶ୍ୱର କେତେକ ଦେଶରେ ଲୋକଙ୍କ ରହଣି-ସହଣି ଓ ଖାଦ୍ୟ-ପାନୀୟ ମଧ୍ୟ ଭିନ୍ନ ହୋଇଥାଏ। ଜୀବନ ଜିଇଁବାଠାରୁ ଆରମ୍ଭ କରି ମରଣ ପର୍ଯ୍ୟନ୍ତ ସବୁ ଧର୍ମର ପ୍ରଥା...

ମଙ୍ଗଳରେ ଅମ୍ଳଜାନ

ଓ୍ବାଶିଂଟନ: ଲାଲ୍‌ ଗ୍ରହ ମଙ୍ଗଳରେ ଅମ୍ଳଜାନ ଅଛି। ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା (ନାସା) ଏପରି ଦାବି କରିଛି। ମଙ୍ଗଳରେ ଜୀବନ ଖୋଜୁଥିବା ନାସାର ରୋଭର...

ଜାତିସଂଘରେ ପୁଣି କଶ୍ମୀର ପ୍ରସଙ୍ଗ ଉଠାଇଲା ପାକ୍‌

ଜାତିସଂଘ,୧୧ା୯(ପି.ଟି.): ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ପାକିସ୍ତାନ ପୁଣିଥରେ କଶ୍ମୀର ପ୍ରସଙ୍ଗ ଉଠାଇଛି। ଭାରତ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରିବା ପରେ ୟୁଏନ୍‌ଏସ୍‌ସି ଉପତ୍ୟକା...

୨୩ ବର୍ଷ ପରେ ପେଶାଓ୍ବର ମସଜିଦ୍‌ରେ ଇଦ୍‌ ନମାଜ ପଢ଼ିବେ ମହିଳା

ଇସଲାମାବାଦ୍‌,୭।୩: ପାକିସ୍ତାନର ପେଶାଓ୍ବରଠାରେ ଥିବା ମସଜିଦ୍‌ରେ ମହିଳାଙ୍କ ପ୍ରବେଶ ନେଇ ଜାରି ହୋଇଥିବା କଟକଣା ହଟାଇ ନିଆଯାଇଛି। ଏହାଦ୍ୱାରା ୨୩ ବର୍ଷ ପରେ ମହିଳାମାନେ ଏଠାରେ...

Leave a comment

Your email address will not be published. Required fields are marked *