ରାଜ୍ୟରେ ଚିହ୍ନଟ ହେଲେ ୧୪୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ସଂକ୍ରମିତ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୧୪ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ଜଣେ, କଟକରୁ ୧୭ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ୪ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୬ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୨୪ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୪ଜଣ, ନବରଙ୍ଗପୁରରୁ ୪ଜଣ, ନୟାଗଡ଼ରୁ ୬ଜଣ, ପୁରୀରୁ ୨୨ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ୬ଜଣ, ସୁନ୍ଦରଗଡ଼ରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଗ୍ରାମ ସିଲ୍‌ କଲା ପ୍ରଶାସନ

ହାଟଡିହୀ,୩ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଞ୍ଚୁଗୋଛିଆ ପଞ୍ଚାୟତ ହୀରାପୁର ଗ୍ରାମରେ ରବିବାର ଜଣେ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ପ୍ରଶାସନ ପକ୍ଷରୁ ଗ୍ରାମକୁ...

ଘରପଟ୍ଟା, ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଦାବି: ପୌରସଂସ୍ଥା ଘେରିଲା ଭାଜପା

ଜୟପୁର,୧୨ା୬(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ସହରର ବସ୍ତି ଅଞ୍ଚଳରେ ଘରପଟ୍ଟା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ଗୃହ ଯୋଗାଣ ଦାବି ନେଇ ବୁଧବାର ପୌରସଂସ୍ଥା କାର୍ଯ୍ୟାଳୟ ଘେରିଛି...

CORONAVIRUS UPDATE: ଆଉ ଜଣେ ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର, ୨୫।୪ (ବ୍ୟୁରୋ)- ରାଜ୍ୟ ପାଇଁ ଏକ ଖୁସିଖବର, ଆଉ ଜଣେ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସୁସ୍ଥ...

୩ ଅଭିଯୁକ୍ତଙ୍କଠାରୁ ମିଳିଲା ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ମୋବାଇଲ୍‌ ଓଟିପି ଶେୟାରିଂ ମାମଲାରେ ଜେରା ହେଉଥିବା ୩ ଅଭିଯୁକ୍ତଙ୍କ ମଙ୍ଗଳବାର ୩...

ଜିରୋ ଆଓ୍ବାର ପାଳନ ପ୍ରସ୍ତୁତି ଜୋର୍‌ଦାର: ବଲିଉଡ ଗାୟକଙ୍କ ସହ ରସିଆନ୍‌ ବେଲି ଡ୍ୟାନ୍ସ

କଟକ ଅଫିସ, ୩୦।୧୨- ବୁଧବାର ନୂଆବର୍ଷ। ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂତନ ବର୍ଷକୁ ଧୁମ୍‌ଧାମ୍‌ରେ ସ୍ବାଗତ କରିବେ ସହରବାସୀ। ଏଥିପାଇଁ କଟକର ବିଭିନ୍ନ...

ମେ’ ୨୨ରୁ ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି

କଟକ ଅଫିସ,୨୦।୫: ଆସନ୍ତା ମେ’ ୨୨ତାରିଖରୁ ଜୁନ ୨୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି। ଏନେଇ ଶୁକ୍ରବାର ହାଇକୋର୍ଟଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି...

ଜାନୁୟାରୀ ୨ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

ରାଜନଗର,୨୦ା୧୨(ଡି.ଏନ.ଏ.): କୁମ୍ଭୀର ଗଣନା ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ୧୦ ଦିନ ବନ୍ଦ ରହିବ। ୨୦୨୨ ଜାନୁୟାରୀ ୨ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା...

ଆଜି ରାଜ୍ୟରେ ୧୦୧୮ ପଜିଟିଭ୍‌ ଚିହ୍ନଟ: ରାୟଗଡ଼ାରେ ଶୂନ, ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ୨୯ ଜିଲାରୁ ୧୦୧୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୭୦୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Advertisement
Archives

Model This Week