କାର୍ଟୁନ ଗୋଦାମରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ବାରିପଦା ଅଫିସ,୧୭।୧୨: ବାରିପଦା ସହର ଉପକଣ୍ଠ ମଞ୍ଚାବନ୍ଧାସ୍ଥିତ ଏକ କାର୍ଟୁନ ଗୋଦାମରେ ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିଥିଲା। ଖବର ପାଇ ଅଗ୍ନିଶମ ବିଭାଗର ୩ଟି ଗାଡି ଆସି ନିଆଁକୁ ଆୟତ କରିଥିଲେ। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ସମ୍ପତ୍ତି ପୋଡି ଯାଇଥିବା ସୂଚନା ମିଳିଛି। ରାତି ପ୍ରାୟ ୧୨ଟାବେଳେ ଗୋଦାମ ଘରୁ ନିଆଁ ବାହାରୁ ଥିବା ଦେଖି ଗୋଦାମ ମାଲିକଙ୍କ ସ୍ତ୍ରୀ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଏହାପରେ ଦମକଳ ବାହିନୀ ଆସି ରାତିସାରା ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଥିଲା। ଅଗ୍ନିଶମ କର୍ମଚାରୀମାନେ ପ୍ରାୟ ୧୦ ଘଣ୍ଟା କସରତ କରିବା ପରେ ମଙ୍ଗଳବାର ସକାଳ ୧୦ଟା ବେଳକୁ ନିଆଁ ଆୟତକୁ ଆସିଥିଲା।


All Right Reserved By Dharitri.Com

ଭାରତ-ମଙ୍ଗୋଲିଆ ବ୍ୟବସାୟିକ ବୈଠକରେ ଧର୍ମେନ୍ଦ୍ର: ‘ଦ୍ୱିପାକ୍ଷିକ ସହଯୋଗ ଅର୍ଥନୀତିକୁ ମଜଭୁତ କରିବ’

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଙ୍ଗୋଲିଆ ଗସ୍ତ ପରେ ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହୋଇଛି। ଏହି ସମ୍ପର୍କ...

ପୋଷ୍ଟାଲ ବାଲଟ୍‌ ମତ: ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ପଛୁଆ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ବିଧାନସଭା ନିର୍ବାଚନରେ ବିଜେଡି ଦୁଇ-ତୃତୀୟାଂଶରୁ ଅଧିକ ଆସନରେ ବିଜୟୀ ହୋଇଛି। ଏହା ସତ୍ତ୍ୱେ ଅଧିକାଂଶ ନିର୍ବାଚନମଣ୍ଡଳୀରେ ପୋଷ୍ଟାଲ ବାଲଟରୁ ସଂଗୃହୀତ...

ବ୍ରହ୍ମପୁରରେ ସ୍ଥାପନ ହେବ ୫ ଦୁଗ୍ଧ ଏଟିଏମ୍‌

ଛତ୍ରପୁର,୩୦ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଦୁଗ୍ଧ ଉପତ୍ାଦନ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ।...

୩୧ରୁ ଭିତରକନିକା ମହୋତ୍ସବ

ରାଜନଗର, ୭।୧ (ଡି.ଏନ୍‌.ଏ.): ଚଳିତବର୍ଷଠାରୁ ଆରମ୍ଭ ହେଉଛି ଭିତରକନିକା ମହୋତ୍ସବ। ରାଜ୍ୟ ସରକାରଙ୍କ ଉଦ୍ୟମ କ୍ରମେ କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ନଳିତାପାଟିଆଠାରେ ଏହି ମହୋତ୍ସବ...

କଟକ ବାଲିଯାତ୍ରାକୁ ମିଳିବ ରାଜ୍ୟସ୍ତରୀୟ ମହୋତ୍ସବ ମାନ୍ୟତା

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଐତିହାସିକ କଟକ ବାଲିଯାତ୍ରାକୁ ମିଳିବ ରାଜ୍ୟସ୍ତରୀୟ ମହୋତ୍ସବ ମାନ୍ୟତା। ଏଥିସହ ଏହି ସର୍ବବୃହତ ମୁକ୍ତାକାଶ ମେଳା କିଭଳି ଜାତୀୟ ସ୍ତରରେ ମାନ୍ୟତା ପାଇବ...

ରାସ୍ତା ପୁନରୁଦ୍ଧାର ଦାବିରେ ରାଜପଥ ଅବରୋଧ

ବୋଲଗଡ଼,୨୩-୧୦(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଫାସୀଓଦା ପଞ୍ଚାୟତ କୋଟପଲ୍ଲା ଗ୍ରାମ ରାସ୍ତା ପୁନରୁଦ୍ଧାର ଦାବିରେ ସୋମବାର ଭୀମପଡାଠାରେ ଗ୍ରାମବାସୀ ୫୭ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଭୀମପଡାଠାରୁ...

ମାନ୍ୟତା ପାଇଁ ମୂଲ୍ୟାଙ୍କନ

ଢେଙ୍କାନାଳ ଅଫିସ, ୮।୨ – ବଦଳିବ କପିଳାସ ଜୁ’ର ମାଷ୍ଟର ପ୍ଲାନ। ଏଥିପାଇଁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯିବ ଲେ-ଆଉଟ୍‌। ଥିମ୍‌ ଅନୁଯାୟୀ ରହିବେ ଜଙ୍ଗଲୀ...

୨ ଦିନରେ ବଦଳି ଗଲା ସିଏସ୍‌ଓଙ୍କ ନିଷ୍ପତ୍ତି

ଫୁଲବାଣୀ ଅଫିସ, ୩୦|୬-କନ୍ଧମାଳ ଜିଲା ଯୋଗାଣ ବିଭାଗର ଚାଲିଥିବା କଳା କାରନାମା ଧୀରେ ଧୀରେ ପଦାକୁ ଆସୁଛି। ଏକ ଟ୍ରାନ୍ସପୋର୍ଟକୁ କିପରି ଯୋଗାଣ ବିଭାଗ ସହଯୋଗ...

Leave a comment

Your email address will not be published. Required fields are marked *