ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ଜୟପୁର,୧୮।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଦୌରାଜଜ୍‌ ବିମଳ ଚାନ୍ଦ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ହେଲେ ବୋରିଗୁମ୍ମା ଥାନା ଖଇରିମୁଣ୍ଡି ଗ୍ରାମର ବଳରାମ ହରିଜନ(୨୫)। ଏଥିସହ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


All Right Reserved By Dharitri.Com

ଦେଶୀ ମାଛରୁ ପ୍ରସ୍ତୁତ ହେବ ମୂଲ୍ୟଯୁକ୍ତ, ପୁଷ୍ଟିକର ଖାଦ୍ୟ

କଟକ ଅଫିସ, ୨।୮ : ଓଡ଼ିଶାରେ ମଧୁରଜଳ ମାଛର ଚାହିଦା ଅଧିକ ଥିବାବେଳେ ଛୋଟ ମାଛଗୁଡ଼ିକ ଅଧିକ ପୁଷ୍ଟିଯୁକ୍ତ ଓ ଅନ୍ୟାନ୍ୟ ଖାଦ୍ୟସାରରେ ପରିପୂର୍ଣ୍ଣ। ତେଣୁ ଏହାର...

ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରାକୁ ଅଟକାଇଲା ପ୍ରଶାସନ

ବାରିପଦା ଅଫିସ,୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ୍‌, ଏମଏଡ୍‌...

ତୁଡିଗଡିଆରେ ୭୭ତମ ଶହୀଦ ଦିବସ ‘ଶହୀଦଙ୍କ ତ୍ୟାଗକୁ ଯୁବପିଢି ଅନୁସରଣ କରନ୍ତୁ’

ଖଇରା, ୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ରକ୍ତତୀର୍ଥ ଭାବେ ପରିଚିତ ତୁଡିଗଡିଆଠାରେ ୭୭ତମ ଶହୀଦ ଦିବସ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଅବସରରେ...

ନବୋଦୟ ବିଦ୍ୟାଳୟ ପ୍ରଥମ ବ୍ୟାଚର ବନ୍ଧୁ ମିଳନ

ଫୁଲବାଣୀ ଅଫିସ, ୩୧ା୧୨-ଫୁଲବାଣୀ ତୁଡିପାଜୁସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ପ୍ରଥମ ବ୍ୟାଚ (୧୯୮୬-୧୯୯୩)ର ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଏହି ବ୍ୟାଚର ଅଧ୍ୟକ୍ଷ ସ୍ବର୍ଗତ ସରୋଜ...

ଗଞ୍ଜାମରେ ଶିଶୁ ସୁରକ୍ଷା ଆୟୋଗ: ଶୈଶବ ସୁରକ୍ଷିତ ଦିଗରେ ସଚେତନତା

ଛତ୍ରପୁର,୫।୨(ଡି.ଏନ୍‌.ଏ.) : ୨୦୨୫ ସୁଦ୍ଧା ରାଜ୍ୟ ହେବ ଶିଶୁଶ୍ରମିକ ମୁକ୍ତ। ଶୈଶବ କିପରି ସୁରକ୍ଷିତ ରହିବ ସେ ଦିଗରେ ସରକାର ଲକ୍ଷ୍ୟ ରଖିଛନ୍ତି। ଛତ୍ରପୁର ସର୍କିଟ...

ଡମ୍ପର ଧକ୍କାରେ ଜଣେ ମୃତ, ଜଣେ ଗୁରୁତର : ପ୍ରତିବାଦରେ ରାସ୍ତାରୋକୋ

ସିମୁଳିଆ,୨୮।୧(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୪କି.ମି. ଦୂର ୧୬ନଂ. ଜାତୀୟ ରାଜପଥର ତୁଳସୀ ଆଶ୍ରମ ନିକଟରେ ମଙ୍ଗଳବାର ଡମ୍ପର ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା...

ରାସ୍ତାକଡ ଡ୍ରେନ୍‌ରୁ ଷଣ୍ଢ ଉଦ୍ଧାର

ଦିଗପହଣ୍ଡି,୧୭ା୭(ଡି.ଏନ.ଏ.)- ଦିଗପହଣ୍ଡି ଏନଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗର ପ୍ରଥମ ଲେନରେ ନବନିର୍ମିତ ଡ୍ରେନ୍‌କୁ ବୁଧବାର ସକାଳେ ଏକ ଷଣ୍ଢ ଖସିପଡିଥିଲା। ଏନେଇ ସ୍ଥାନୀୟ ଲୋକେ...

ଚିନିକଳ ନିରାପତ୍ତା କର୍ମଚାରୀଙ୍କୁ ମିଳିନି ୨୪ ମାସର ଦରମା, ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ସହର ଉପକଣ୍ଠ ତୋରାସ୍ଥିତ ସମବାୟ ଚିନିକଳରେ କାର୍ଯ୍ୟରତ ନିରାପତ୍ତା କର୍ମଚାରୀଙ୍କୁ ୨୪ମାସର ଦରମା ମିଳି ନଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ...

Leave a comment

Your email address will not be published. Required fields are marked *