Posted inଜାତୀୟ

ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ

ହୁବ୍‌ଲି, ୧୮ା୧୨: ସିଏଏକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ପୋଡ଼ାଜଳା ଓ ଭଙ୍ଗାରୁଜା ଚାଲିଥିବାବେଳେ ରେଲ୍‌ଓ୍ବେ ସମ୍ପତ୍ତି ନଷ୍ଟ କରୁଥିବା ବ୍ୟକ୍ତିଙ୍କୁ ସେହିଠାରେ ଗୁଳି କରିଦେବା( ସୁଟ୍‌ ଆଟ୍‌ ସାଇଟ୍‌) ଉଚିତ ବୋଲି ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗଦି କହିଛନ୍ତି। ଏନେଇ ଜିଲା ପ୍ରଶାସନ ଓ ରେଳ ଅଧିକାରୀମାନେ ସତର୍କ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ପଶ୍ଚିମବଙ୍ଗରେ ବିକ୍ଷୋଭ ଓ ଭଙ୍ଗାରୁଜା ଦ୍ୱାରା ରେଳବାଇର କ୍ଷତି ହେଉଛି ବୋଲି ଏକ ପ୍ରଶ୍ନର ଉତ୍ତର ଦେଇ ସେ ଏଭଳି କଡ଼ା ମନ୍ତବ୍ୟ ଦେଇଛନ୍ତି। ରେଳଓ୍ବେ ସମ୍ପତ୍ତି ନଷ୍ଟ ହେବାକୁ ଦିଆଯିବ ନାହିଁ ଓ ଆଇନ ଭାଙ୍ଗୁଥିବା ଲୋକଙ୍କୁ କଡ଼ା ଦଣ୍ଡ ମିଳିବ ବୋଲି ସେ ଚେତାଇ ଦେଇଛନ୍ତି।


All Right Reserved By Dharitri.Com

ପଶ୍ଚିମବଙ୍ଗ ନାମ ହେବନି ବାଂଲା: ଦାବିକୁ ମୋଦି ସରକାର କଲେ ଅଗ୍ରାହ୍ୟ

ନୂଆଦିଲ୍ଲୀ,୩।୭: ପଶ୍ଚିମବଙ୍ଗ ନାମକୁ ବାଂଲା କରିବା ପାଇଁ କରାଯାଇଥିବା ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଗ୍ରାହ୍ୟ କରିଛନ୍ତି। ବୁଧବାର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ...

ଏହି ଚୋପା ଖାଆନ୍ତୁ, କ୍ୟାନସରଠାରୁ ଦୂରେଇ ରୁହନ୍ତୁ…

କମଳାରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରେ ଲୌହ, ପୋଟାସିୟମ, କ୍ୟାଲସିୟମ୍‌, ଫ୍ରୁକ୍ଟୋଜ, ଡେକ୍ସଟ୍ରୋଜ, ଭିଟାମିନ ଏ, ବି ଓ ସି ରହିଥାଏ। କେବଳ ରସ...

ଗଗନୟାନ ଲାଗି ପ୍ରସ୍ତୁତି ଜୋର୍‌ଦାର

ବେଙ୍ଗାଲୁରୁ, ୭ା୯(ପି.ଟି.) : ଚନ୍ଦ୍ରୟାନ-୨ ପରେ ଗଗନୟାନ ଲାଗି ଭାରତର ପ୍ରସ୍ତୁତି ଜୋର୍‌ ଧରିବାରେ ଲାଗିଛି। ଏଥିଲାଗି ପ୍ରଥମ ପର୍ଯ୍ୟାୟରେ ଭାରତୀୟ ମହାକାଶଚାରୀଙ୍କ ଚୟନ ଶେଷ...

ରୋମରେ ଥିବା ୨୬୩ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଚାଇନାର ମୃତ୍ୟୁହାରକୁ ଟପି ଗଲାଣି ଇଟାଲିର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର। ଏବେ...

ଉତ୍ତରପ୍ରଦେଶରେ ପଶିଲେ ୨ ଆତଙ୍କବାଦୀ: ହାଇଆଲର୍ଟ ଜାରି

ଲକ୍ଷ୍ନୌ,୫।୧: ଆଇଏସ୍‌ ଆତଙ୍କବାଦୀ ସଂଗଠନର ୨ ସନ୍ଦିଗ୍ଧ ଆତଙ୍କବାଦୀ ଉତ୍ତରପ୍ରଦେଶରେ ପ୍ରବେଶ କରିଛନ୍ତି। ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୧।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ଶନିବାର ସ୍ଥାନୀୟ ତଙ୍ଗଧାର ସେକ୍ଟର ଏବଂ କାଞ୍ଜଲଓ୍ବାନ୍‌ଠାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡିକୁ...

ଭାରତରେ ଥିଲେ ନୋବେଲ ପାଇପାରି ନ ଥାନ୍ତି:ଅଭିଜିତ ବାନାର୍ଜୀ

ଜୟପୁର,୨୬।୧: ଭାରତରେ ଥିଲେ ନୋବେଲ ପୁରସ୍କାର ମୋତେ ମିଳି ନ ଥାନ୍ତା ବୋଲି କହିଛନ୍ତି ଭାରତ ଜନ୍ମିତ ତଥା ଆମେରିକୀୟ ଅର୍ଥନୀତିଜ୍ଞ ଅଭିଜିତ ବାନାର୍ଜୀ। ଜୟପୁର...

ଗ୍ରାମଦେବତା ଭାବେ ପୂଜାପାଏ ବାଦୁଡ଼ି

ପାଟଣା, ୨୭ା୩- ପ୍ରାୟତଃ ଲୋକମାନେ ବାଦୁଡ଼ିକୁ ନିଶାଚର ସହ ତୁଳନା କରିବା ସହିତ ଏହାକୁ ଅଶୁଭ ବୋଲି ମାନିଥାନ୍ତି। କେରଳରେ କିଛି ବର୍ଷ ପୂର୍ବେ ବାଦୁଡ଼ିରୁ...

Leave a comment

Your email address will not be published. Required fields are marked *