Posted inଜାତୀୟ

ନିର୍ଭୟା ମାମଲାରେ ଦୋଷୀଙ୍କୁ ଫାଶୀ: ଅକ୍ଷୟଙ୍କ ପୁନର୍ବିଚାର ଆବେଦନ ଖାରଜ; ଦାଖଲ ହେବ କ୍ୟୁରେଟିଭ୍‌ ପିଟିଶନ

ନୂଆଦିଲ୍ଲୀ,୧୮।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ପୁନର୍ବିଚାର ଆବେଦନ ଖାରଜ ହୋଇଯାଇଛି। ଫଳରେ ଏବେ ଫାଶୀ ଦଣ୍ଡାଦେଶ ନିଶ୍ଚିତ ହୋଇଛି। ତେବେ ଏବେ ୪ ଦୋଷୀଙ୍କ ପକ୍ଷରୁ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରାଯାଇପାରିବ।
ଏଥିରେ ଫାଶୀଦଣ୍ଡକୁ ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ କରାଯାଇଥିବା ୧୭ଟି ମାମଲାର ଉଦାହରଣ ଦିଆଯିବ। ଏହାପରେ ରାଜକ୍ଷମା ପାଇଁ ଆବେଦନ କରାଯିବ। ସୂଚନାଯୋଗ୍ୟ, ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ନିଜକୁ ଦୂରେଇ ରଖିବାରୁ ଏହାର ଶୁଣାଣି ବୁଧବାର ବିଚାରପତି ଆର୍‌. ଭାନୁମତୀଙ୍କ ନେତୃତ୍ୱରେ ବିଚାରପତି ଅଶୋକ ଭୁଷଣ ଏବଂ ଏ.ଏସ୍‌. ବୋପନ୍ନାଙ୍କ ଦ୍ୱାରା ଗଠିତ ୩ ଜଣିଆ ଖଣ୍ଡପୀଠ କରିଛନ୍ତି।


All Right Reserved By Dharitri.Com

ମାଗ୍‌ସେସେ ବିଜେତା ସନ୍ଦୀପ ଗୃହବନ୍ଦୀ

ଲକ୍ଷ୍ନୌ, ୧୨ା୮: ମାଗ୍‌ସେସେ ପୁରସ୍କାରପ୍ରାପ୍ତ ସାମାଜିକ କର୍ମୀ ସନ୍ଦୀପ ପାଣ୍ଡେଙ୍କୁ ରବିବାର ଗୃହବନ୍ଦୀ କରାଯାଇଛି। ୩୭୦ ଉଚ୍ଛେଦ ପ୍ରତିବାଦରେ ଜିପିଓ ପାର୍କ ନିକଟରେ ଧାରଣା ଦେବା...

ରାହୁଲଙ୍କ ପିଲାଳିଆମି ଦୂର କରିବ ଯୋଗ: ରାମ ମାଧବ

ନୂଆଦିଲ୍ଲୀ,୨୧।୬: ଶୁକ୍ରବାର ସାରା ବିଶ୍ୱ ପାଳନ କରିଛି ୫ମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ। ଏହି ଅବସରରେ ଦେଶର ବିଭିନ୍ନ ସ୍ଥାନରେ ବଡ ବଡ ରାଜନେତାମାନେ ଯୋଗ...

ପର୍ଯ୍ୟଟକଙ୍କ ଲାଗି ବନ୍ଦହେଲା ତାଜମହଲ

ନୂଆଦିଲ୍ଲୀ, ୧୭।୩: କରୋନା ମହାମାରୀ ରୂପ ଧାରଣ କରିଥିବା ବେଳେ ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏହି ଭୂତାଣୁ ସଂକ୍ରମଣକୁ ରୋକିବା ଓ ଲୋକଙ୍କୁ ସଚେତନ କରାଇବା...

୫୧ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ/ମୁମ୍ବାଇ,୩୦ା୯(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ରବିବାର ପ୍ରଥମ ପର୍ଯ୍ୟାୟରେ ୫୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚଭନଙ୍କୁ...

ଡାହାଣୀ ଭୟରେ ପ୍ରସୂତିଙ୍କ ମୃତଦେହ ଉଠାଇଲେନି ପୁରୁଷ: ଶ୍ମଶାନକୁ ବୋହି ନେଲେ ମହିଳା

କାଙ୍କେର,୨୦।୧୦: ଅନ୍ଧବିଶ୍ୱାସ ଯୋଗୁ ଛତିଶଗଡ଼ରେ ଜଣେ ପ୍ରସୂତିଙ୍କ ମୃତ ଦେହ ଉଠାଇବାକୁ ପୁରୁଷ ଆସିଲେନି। ପ୍ରସୂତିଙ୍କ ମୃତଦେହ ଉଠାଇଲେ ଭୂତ ହଇରାଣ କରିବାର ଆଶଙ୍କାଥିବାରୁ ପୁରୁଷ...

ଆଶ୍ରମରୁ ୬ ଲକ୍ଷ ଟଙ୍କାର ଗହଣା ଚୋରି: ନ୍ୟାୟ ପାଇଁ ଓ୍ବେରଲେସ୍‌ ଟାଓ୍ବାରରେ ଚଢ଼ି ବସିଲେ ସାଧୁ ବାବା

ଜୟପୁର,୨୨।୧୦: ରାଜସ୍ଥାନ ସରଦାରସହର ଅଞ୍ଚଳରେ ଜଣେ ସାଧୁ ବାବା ନ୍ୟାୟ ପାଇଁ ଓ୍ବେରଲେସ୍‌ ଟାଓ୍ବାରରେ ଚଢ଼ି ବସିଥିବା ଘଟଣା ନେଇ ଏବେ ଚର୍ଚ୍ଚା ଜାରି ରହିଛି।...

ଯୋଗୀଙ୍କ ଘୋଷଣା, ଫାଷ୍ଟ ଟ୍ରାକ୍‌ରେ ହେବ ଉନ୍ନାଓ ମାମଲାର ଶୁଣାଣି: ଅନ୍ୟପଟେ ଏହି ଘଟଣାକୁ ଟୁଇଟ କଲେ ମାୟାବତୀ

ଲକ୍ଷ୍ନୌ,୭।୧୨: ଉତ୍ତରପ୍ରଦେଶ ଉନ୍ନାଓରେ ଜୀବନ୍ତ ଜଳାଇଦେଇଥିବା ବଳାତ୍କାର ପୀଡ଼ିତାଙ୍କ ଦିଲ୍ଲୀ ସଫ୍‌ଦରଜଙ୍ଗ ହସ୍ପିଟାଲରେ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ପୀଡ଼ିତାଙ୍କ ମୃତ୍ୟୁରେ ସାରା ଦେଶ...

ଅନନ୍ତନାଗରେ ଆତଙ୍କବାଦୀଙ୍କ ଆକ୍ରମଣରେ ମେଜର ଶହୀଦ

ଶ୍ରୀନଗର,୧୭।୬: ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ମେଜର ଶହୀଦ ହୋଇଥିବା ବେଳେ ୩ଜଣ ଯବାନ...

Leave a comment

Your email address will not be published. Required fields are marked *